ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ

ସ୍ମରଣ ଶକ୍ତି ବଢ଼ାଇବାର ଏକ ସହଜ ଉପାୟ ରହିଛି। ତାହା ପୁଣି ହାତପାଆନ୍ତାରେ। ଆପଣ ପ୍ରତିଦିନ କିଛି ସମୟ ସାଙ୍ଗମାନଙ୍କ ସହ ଗପୁଛନ୍ତି କି ? ଯଦି ହଁ, ତେବେ ଏହା ଆପଣଙ୍କ ସ୍ମରଣ ଶକ୍ତି ବଢ଼ାଇବାରେ ଅନେକାଂଶରେ ସହାୟକ ହୋଇପାରିବ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌କୁ ପ୍ରତିଦିନ ପରସ୍ପର ସହ ଗପିବାକୁ ପରାମର୍ଶ ଦିଆଯାଇଥିଲା। ଅପରପକ୍ଷରେ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସେମାନଙ୍କର ସ୍ମରଣ ଶକ୍ତିରେ କି ପ୍ରକାର ସୁପ୍ରଭାବ ପଡୁଛି ତାହା ବିଶେଷଜ୍ଞମାନେ ଲକ୍ଷ୍ୟ କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ସେମାନଙ୍କ ମଧ୍ୟରୁ କେତେକ ବ୍ୟକ୍ତିଙ୍କର ସ୍ମରଣ ଶକ୍ତିରେ ଉନ୍ନତି ପରିଲକ୍ଷିତ ହୋଇଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ଗପିବା ସମୟ ଉପରେ ଧ୍ୟାନ ଦେବା ଆବଶ୍ୟକ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?