ସ୍ମାର୍ଟସିଟି ଲିମିଟେଡର ୧୪ତମ ବୋର୍ଡ ନିର୍ଦ୍ଦେଶକଙ୍କ ବୈଠକ:ପଛରେ ପଡ଼ିଛି ସ୍ମାର୍ଟସିଟି କାମ

ଭୁବନେଶ୍ୱର, ୩।୧୧(ବ୍ୟୁରୋ)ଗତବର୍ଷ ଭୁବନେଶ୍ୱରରେ ହୋଇଥିବା ଓ୍ବାଲର୍‌ଡକପ୍‌ ହକି ଏବଂ ପରେ ପରେ ବାତ୍ୟା ‘ଫନୀ’ ଓ ସାଧାରଣ ନିର୍ବାଚନ ପାଇଁ ସ୍ମାର୍ଟସିଟି କାମ ପଛେଇଛି। ଏବେ କାର୍ଯ୍ୟ ପ୍ରଣାଳୀକୁ ତ୍ୱରାନ୍ବିତ କରାଯାଉଛି ବୋଲି ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡର ୧୪ତମ ବୋର୍ଡ ନିର୍ଦ୍ଦେଶକଙ୍କ ବୈଠକରେ ମତ ପ୍ରକାଶ ପାଇଛି। ଶନିବାର ଲୋକସେବା ଭବନରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଥିସହ ପଛେଇଥିବା କାର୍ଯ୍ୟଗୁଡ଼ିକ ଉପରେ ଆଲୋଚନା ହୋଇଛି।
୨୦୨୦ ଅଗଷ୍ଟ ସୁଦ୍ଧା ସ୍ମାର୍ଟ ସଲ୍ୟୁଶନ୍‌ ପ୍ରୋଜେକ୍ଟ ଏବଂ ୨୦୨୦ ନଭେମ୍ବର ସୁଦ୍ଧା ସ୍ମାର୍ଟ ଜନପଥ କାର୍ଯ୍ୟ ସରିବ ବୋଲି ସ୍ମାର୍ଟ ସିଟି କର୍ତ୍ତୃପକ୍ଷ ବୋର୍ଡ ନିକଟରେ ପ୍ରକାଶ କରିଛନ୍ତି। ଏହି ଅବସରରେ ବୋର୍ଡ କର୍ତ୍ତୃପକ୍ଷ ୨୦୧୮-୧୯ରେ ହୋଇଥିବା ଆର୍ଥିକ ଖର୍ଚ୍ଚକୁ ଅନୁମୋଦନ କରିଛନ୍ତି। ବୈଠକରେ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜିବ ଚୋପ୍ରା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ କେ. ମୀନା, ବିଦ୍ୟୁତ୍‌ ବିଭାଗ ସମ୍ପାଦକ ବିଷ୍ଣୁପଦ ସେଠୀ, ନଗର ଉନ୍ନୟନ ବିଭାଗ ସ୍ବତନ୍ତ୍ର ସଚିବ ଓ ରାଜ୍ୟ ସରକାରଙ୍କ ସ୍ମାର୍ଟସିଟି ମିଶନ ନିର୍ଦ୍ଦେଶକ ପ୍ରେମ କୁମାର ଝା, ପୋଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରେମ ଚନ୍ଦ୍ର ଚୌଧାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri