ସ୍ୱାସ୍ଥ୍ୟପାଇଁ ହିତକର ଗ୍ରୀନ୍ ମଟର

ଶୀତଦିନେ ବଜାରରେ ଗୀନ୍ ମଟର ସହଜରେ ମିଳି ଯାଇଥାଏ । ଏହା ସ୍ୱାସ୍ଥ୍ୟପାଇଁ ଲାଭଦାୟକ ବୋଲି କୁହାଯାଏ । ଆୟୁର୍ବେଦ ବିଶେଷଜ୍ଞଙ୍କ ଅନୁଯାୟୀ, ଗ୍ରୀନ୍ ମଟରରେ ରହିଛି ପ୍ରୋଟିନ, ଫାଇବର, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍ସ, ଆଇରନ୍ ଓ ଭିଟାମିନ୍ସ । ଏହାକୁ ସିଝାଇ, ତରକାରୀରେ ପକାଇ ଏମିତିକି କଞ୍ଚା ମଧ୍ୟ ଖିଆଯାଇପାରେ । ଯେଉଁମାନଙ୍କ ଶରୀରରେ ରକ୍ତ କମ୍ ରହିଛି ସେମାନେ ଗ୍ରୀନ୍ ମଟର ଖାଇବା ଭଲ । କାରଣ ଏଥିରେ ରହିଛି ଆଇରନ ଯାହା ରକ୍ତହୀନତା ଦୂର କରିବାରେ ସାହାଯ୍ୟ କରିଥାଏ । ବ୍ଲଡ ସୁଗାର କମାଇବା ପାଇଁ ଦିନକୁ ଗୋଟିଏରୁ ଦୁଇ କପ୍ ଗ୍ରୀନ୍ ମଟର ଖାଇବା ଲାଭଦାୟକ । ପ୍ରତିଦିନ ଖାଦ୍ୟରେ ଗ୍ରୀନ୍ ମଟର ସାମିଲ କଲେ ଏହା ବ୍ୟାଡ କୋଲେଷ୍ଟ୍ରଲକୁ କମ୍ କରିବା ସହ ହୃଦରୋଗ ଆଶଙ୍କା କମ୍ କରିଥାଏ । ଗ୍ରୀନ୍ ମଟରରେ ଅଧିକ ପରିମାଣର ଭିଟାମିନ୍ସ ଓ ମିନେରାଲ୍ସ ସହ ଆଣ୍ଟିଅକ୍ସିଡାଣ୍ଟସ୍ ରହିଥାଏ । ଯାହା ବୃଦ୍ଧାବସ୍ଥାରେ ଦେଖାଯାଉଥିବା ସ୍ୱାସ୍ଥ୍ୟ ସମସ୍ୟାକୁ ଦୂରେଇ ଦେଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri