Posted inଖେଳ

ହଙ୍ଗେରୀରେ ଦର୍ଶକଙ୍କୁ ଅନୁମତି

ବୁଦାପେଷ୍ଟ,୨୯ା୫ (ଏପି)- ହଙ୍ଗେରୀରେ ପୁଣି ଦର୍ଶକଙ୍କ ଉପସ୍ଥିତିରେ ଫୁଟ୍‌ବଲ ମ୍ୟାଚ ଆୟୋଜନ ହୋଇପାରିବ ବୋଲି ଦେଶର ଫୁଟ୍‌ବଲ ମହାସଂଘ କହିଛି। ଏଥିପାଇଁ ସ୍ଥାନୀୟ ସରକାର ଅନୁମତି ଦେଇଛନ୍ତି। ହେଲେ କରୋନାଭାଇରସ୍‌ ପାଇଁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କିଛି ନିୟମକୁ ମାନି ଚଳିବାକୁ ହେବ। ଷ୍ଟାଡିୟମରେ ଦୁଇ ଦର୍ଶକଙ୍କ ମଧ୍ୟରେ ତିନୋଟି ଆସନ ଖାଲି ରହିବ। ଆଗପଛ ହୋଇ ସିଧାସଳଖ ଭାବେ ଦର୍ଶକ ବସି ପାରିବେ ନାହିଁ। ମ୍ୟାଚ ସହିତ ସମ୍ପୃକ୍ତ ଖେଳାଳି ଓ ଅତ୍ୟାବଶ୍ୟକ କର୍ମଚାରୀମାନଙ୍କର ଅତି ନିକଟରେ କରୋନାଭାଇରସ୍‌ ଟେଷ୍ଟ ସହ ଫଳାଫଳ ନେଭେଟିଭ୍‌ ହୋଇଥିବା ଦରକାର। କ୍ଲବଗୁଡ଼ିକ ସମର୍ଥକଙ୍କ ଉପସ୍ଥିତିରେ ମ୍ୟାଚ ଖେଳିବାକୁ ଚାହିଁବେ କି ନା ଏହା ସେମାନଙ୍କ ଉପରେ ନିର୍ଭର କରେ ବୋଲି ହଙ୍ଗେରୀ ଫୁଟ୍‌ବଲ ମହାସଂଘ କହିଛି। ଆସନ୍ତା ବୁଧବାର ସ୍ଥାନୀୟ ଫେରେଙ୍କ୍‌ ପୁସ୍‌କାସ୍‌ ଷ୍ଟାଡିୟମରେ ବୁଦାପେଷ୍ଟ ହନ୍‌ଭେଡ୍‌ ଏବଂ ମେଜୋକୋଭେସ୍‌ଡ-ଜୋରୀ ମଧ୍ୟରେ ହଙ୍ଗେରିଆନ୍‌ କପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଖୁବ୍‌ ଶୀଘ୍ର ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri