ହଣ୍ଡୁରାସ ଜେଲରେ ୧୮କଏଦୀଙ୍କ ମୃତ୍ୟୁ

ତେଗୁସିଗଲପା,୨୩।୧୨: ହଣ୍ଡୁରାସର ଏକ ଜେଲ୍‌ରେ ରବିବାର ଝଗଡ଼ା ହୋଇ ୧୮ ଜଣ କଏଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାର ୨ ଦିନ ପୂର୍ବରୁ ମଧ୍ୟ ଅନ୍ୟ ଏକ ଜେଲ୍‌ରେ ଏଭଳି ଘଟଣା ଘଟିଥିବା ଦେଖାଯାଇଥିଲା। ସେଠାରେ ମଧ୍ୟ କଏଦୀଙ୍କ ମଧ୍ୟରେ ଝଗଡ଼ା ହେବାରୁ ୧୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଆଉ ଅନ୍ୟ ୧୬ କଏଦୀ ଗୁରୁତର ଆହତ ହୋଇଥିଲେ। ଏବେ ଯେଉଁ ଜେଲ୍‌ରେ କଏଦୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା ସେଥିରେ ମାରଣାସ୍ତ୍ର ବ୍ୟବହାର କରାଯାଇଥିବା କୁହାଯାଉଛି। ଆବଶ୍ୟକତାଠାରୁ ଅଧିକ କଏଦୀ ଏହି ଜେଲରେ ଥିବାରୁ ଏମିତି ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri