ହତ୍ୟା ମାମଲାର ସାକ୍ଷୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ମାଷ୍ଟରମାଇଣ୍ଡ୍‌ ଫେରାର, ୪ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩ା୫: ଏକ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣାର ୪ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ ନମ୍ବର ୧୩୧/୨୦ରେ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ରୋହିଗାଁର ପ୍ରଭାକର ଜେନା, ଟୁଲୁ ଜେନା, ଭିକା ଓରଫ ଭିକାରୀ ଜେନା ଓ ଟୁନା ସେଠୀ। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି । ଅନ୍ୟପଟେ ଘଟଣାର ମାଷ୍ଟରମାଇଣ୍ଡ୍‌ କୁହାଯାଉଥିବା ବଶିଷ୍ଠଜେନା ଫେରାର ରହିଥିବା ପୋଲିସ କହିଛି ।
ଘଟଣାରୁ ପ୍ରକାଶ ଯେ, ୨୦୧୫ ସେପ୍ଟେମ୍ବର ୭ ତାରିଖରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୂର୍ଣ୍ଣ ଜେନାଙ୍କୁ ବଶିଷ୍ଠ ଓ ତାଙ୍କ ସହଯୋଗୀମାନେ ହତ୍ୟା ଉଦ୍ୟମ କରି ଗିରଫ ହୋଇଥିଲେ। ଏପରିକି ଗତ ୨୦୧୭ ମାର୍ଚ୍ଚ ୧୮ ରେ ପୂର୍ଣ ଜେନାଙ୍କ ଭାଇ ଅଶୋକ ଜେନାଙ୍କୁ ମଧ୍ୟ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଶିଷ୍ଠ ଓ ତାଙ୍କ ସହଯୋଗୀମାନେ ସଂଘବଦ୍ଧ ଭାବେ ହତ୍ୟା କରି ଜେଲ ଯାଇଥିଲେ। ଏହି ହତ୍ୟା ମାମଲାରେ ପୂର୍ଣ ଜେନା ମୁଖ୍ୟ ସାକ୍ଷୀ ଥିଲେ। ଜେଲରୁ ବଶିଷ୍ଠ ଜେନା ଓ ତାଙ୍କ ସହିଯୋଗୀମାନେ ଜାମିନରେ ଆସିବା ପରେ ପୁଣି ଥରେ ଅଞ୍ଚଳରେ ସେମାନେ ରାଜ୍‌ ଜାହିର ଆରମ୍ଭ କରିଥିଲେ। ଗତ ୧୦ ତାରିଖରେ ପୂର୍ଣ ଜେନାଙ୍କୁ ବଶିଷ୍ଠ ଓ ତାଙ୍କ ସହଯୋଗୀମାନେ କୋର୍ଟରେ ସାକ୍ଷୀ ନ ଦେବାକୁ ଧମକ ଦେବା ସହ ବିଭିନ୍ନ ମାରଣାସ୍ତ୍ରରେ ହତ୍ୟା ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri