Posted inଜାତୀୟ

ହନିଟ୍ରାପ୍‌ରେ ୧୩ ଆଇଏଏସ୍‌ ଅଧିକାରୀ

ଭୋପାଳ,୨୭।୯:ମଧ୍ୟପ୍ରଦେଶ(ଏମ୍‌ପି)ରେ ହନିଟ୍ରାପ୍‌ ମାମଲା ସବୁ ସରହଦ ପାର୍‌ କରିଯାଇଛି। ଏହି ମାମଲାରେ ୧୩ ଆଇଏଏସ୍‌ ଅଫିସର ସମ୍ପୃକ୍ତ ଥିବା ଘଟଣା ଲୋକଲୋଚନକୁ ଆସିଛି। ଏହି ଆଇଏଏସ୍‌ମାନେ କୃଷି, ମତ୍ସ୍ୟ, ସଂସ୍କୃୃତି, ଶିଳ୍ପ, ନଗର ଉନ୍ନୟନ, ଶ୍ରମ, ଜଙ୍ଗଲ, ଜଳ ସମ୍ପଦ, ସାଧାରଣ ପ୍ରଶାସନ ବିଭାଗରେ କାମ କରୁଥିବା ଜଣାପଡ଼ିଛି। ଏସ୍‌ଆଇଟି ଦ୍ୱାରା ଏହି ମାମଲାର ତଦନ୍ତ ଜାରି ରହିଥିବାବେଳେ ଖୁବ୍‌ଶୀଘ୍ର ଏହି ଅଫିସରଙ୍କ ନାମ ଘୋଷଣା କରାଯିବ ବୋଲି ପୋଲିସ ଅଧିକାରୀ କହିଛନ୍ତି। କେତେକ ରାଜନେତା ଏଥିରେ ଥିବା ଚର୍ଚ୍ଚା ହେଉଛି। ଏହି ମାମଲାରେ ୧୮ ବର୍ଷିୀୟା ମୋନିକା ଯାଦବ ଓ ଅନ୍ୟ ୫ ଜଣଙ୍କୁ ଗିରଫ କରାଯିବା ପରେ ହାଇ ପ୍ରୋଫାଇଲ ହନିଟ୍ରାପ୍‌ ମାମଲାର ଗଭୀରତା ସମ୍ପର୍କରେ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...

IPL ନିଲାମ ତାଲିକାରେ ୨ ଓଡ଼ିଆ: ବେସ ପ୍ରାଇସ ରହିଛି…

ନୂଆଦିଲ୍ଲୀ,୧୬।୧୨: ଆଜି ଆବୁଧାବିରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ପାଇଁ ମିନି-ନିଲାମ ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ ରାଇଡର୍ସ ଏବଂ...

ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ: ଖୁଚୁରା ଧାନ ବିକିଲେ ଚାଷୀ

ସମ୍ବଲପୁର,୧୬।୧୨(ପ୍ରମୋଦ ବହିଦାର): ଧାନ ବିକ୍ରି ପାଇଁ ଚାଷୀଙ୍କୁ ଟୋକନ ମିଳିବା ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରଠାରେ ଚାଷୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଚାଷୀମାନେ ପ୍ରଥମେ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।...

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର,୧୬ା୧୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ...

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri