Posted inଜାତୀୟ

ହନ୍ଦଓ୍ବାଡା ଏନ୍‌କାଉଣ୍ଟର: ଲଶ୍କରର ଟପ୍‌ କମାଣ୍ଡର ହାଇଦର ନିହତ

ହନ୍ଦଓ୍ବାଡା,୩।୫: ଉତ୍ତର କଶ୍ମୀରରେ ରବିବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ଶହୀଦ ହୋଇଥିବା ବେଳେ ୨ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଥିଲା। ତେବେ ଏହି ଆତଙ୍କବାଦୀଙ୍କ ମଧ୍ୟରେ ଥିବା ଲଶ୍କର-ଇ-ତୋଇବାର ଟପ୍‌ କମାଣ୍ଡର ହାଇଦର ନିହତ ହୋଇଥିବା କହିଛନ୍ତି କଶ୍ମୀରର ଆଇଜି ବିଜୟ କୁମାର। ସୂଚନାଯୋଗ୍ୟ, ଏହି ଏନ୍‌କାଉଣ୍ଟରରେ କର୍ନେଲ ଆଶୁତୋଷ ଶର୍ମା, ମେଜର ଅନୁଜ ସୁଦ,ପୋଲିସ ସବଇନ୍ସପେକ୍ଟର ଶକିଲ କାଜି, ଜଣେ ଲାନ୍ସ ନାଏକ ଓ ଜଣେ ରାଇଫଲମ୍ୟାନ ଶହୀଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri