ଭୋପାଳ, ୨୬।୬: ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ହରର ସିରିଏଲ ଦେଖି ଭୋପାଳର ଜଣେ ୧୨ ବର୍ଷର ଝିଅ ଆତ୍ମହତ୍ୟା କରିଛନ୍ତି। ସିରିଏଲରେ ଆତ୍ମହତ୍ୟାର ପ୍ରତି ସିନ୍ ଫଲୋ କରି ସେ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ପରିବାର ଲୋକେ ନିଜ କାମରେ ବ୍ୟସ୍ତ ଥିବାବେଳେ ପିଲାମନେ ଟିଭି ଦେଖି ଖେଳୁଥିଲେ। ଟିଭିରେ ଏକ ହରର୍ ସିରିଏଲରେ ଆତ୍ମହତ୍ୟା ସିନ୍ ଚାଲିଥିବାବେଳେ ମୃତ ଝିଅଟି ବାସ୍ତବରେ ଷ୍ଟୁଲ ରଖି ରଶି ସାହାଯ୍ୟରେ ସେପରି କରିବାକୁ ଚେଷ୍ଟା କରିଥିଲେ। କିଛି ସମୟପରେ ପରିବାର ଲୋକେ ଦେଖି ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
୩୯ ବର୍ଷୀୟ କ୍ରିକେଟର୍ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ
ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶ୍ରୀଲଙ୍କାକୁ ୬…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…
ଶଟର ପକାଇ ଜଗି ରହୁଛନ୍ତି ବାଉନ୍ସର, ଭିତରେ ବାର୍ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା
ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…
ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ସବୁଠି ନ୍ୟାୟକୁ ସମର୍ଥନ
ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…
ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍…
ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…
ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍…
Archives

