ଭୋପାଳ, ୨୬।୬: ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ହରର ସିରିଏଲ ଦେଖି ଭୋପାଳର ଜଣେ ୧୨ ବର୍ଷର ଝିଅ ଆତ୍ମହତ୍ୟା କରିଛନ୍ତି। ସିରିଏଲରେ ଆତ୍ମହତ୍ୟାର ପ୍ରତି ସିନ୍ ଫଲୋ କରି ସେ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ପରିବାର ଲୋକେ ନିଜ କାମରେ ବ୍ୟସ୍ତ ଥିବାବେଳେ ପିଲାମନେ ଟିଭି ଦେଖି ଖେଳୁଥିଲେ। ଟିଭିରେ ଏକ ହରର୍ ସିରିଏଲରେ ଆତ୍ମହତ୍ୟା ସିନ୍ ଚାଲିଥିବାବେଳେ ମୃତ ଝିଅଟି ବାସ୍ତବରେ ଷ୍ଟୁଲ ରଖି ରଶି ସାହାଯ୍ୟରେ ସେପରି କରିବାକୁ ଚେଷ୍ଟା କରିଥିଲେ। କିଛି ସମୟପରେ ପରିବାର ଲୋକେ ଦେଖି ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ବାତ୍ୟା ଆଶଙ୍କା: ସଜାଗ ପୁରୁଷୋତ୍ତମପୁର ଜଳସମ୍ପଦ ବିଭାଗ, ନଦୀ-ନାଳକୁ ନ ଯିବା ପାଇଁ…
ପୁରୁଷୋତ୍ତମପୁର,୧୮ା୧୧(ସବିତା ମିଶ୍ର): ସାମୁଦ୍ରିକ ଝଡ଼ ‘ଅକ୍ୱାନ’କୁ ନେଇ ଆଶଙ୍କା ଦେଖାଦେଇଛି। ପୂର୍ବ ବନ୍ୟାର ଭୟ ମନରୁ ଲିଭି ନ ଥିବାବେଳେ ଆଉ ଏକ ସମ୍ଭାବ୍ୟ ବିପଦକୁ ନେଇ…
ଆଇପିଏଲରୁ ସନ୍ୟାସ ନେବା ପରେ ଧୋନୀଙ୍କୁ ପେନଶନ ଦେବ CSK? ଜାଣନ୍ତୁ କେତେ ଟଙ୍କା ମିଳିବ…
ନୂଆଦିଲ୍ଲୀ,୧୮।୧୧: କୁହାଯାଏ ଯେ ଜୀବନର ଆକାଶରେ କିଛି ଏପରି ନାମ ଲେଖାଯାଇଥାଏ, ଯାହା କେବଳ କିଛି ଅକ୍ଷର ହୋଇ ରହି ନଥାଏ, ବରଂ ଏକ ସମ୍ପୂର୍ଣ୍ଣ ଯୁଗର…
ମାଂସ କାଟୁଥିବା ବେଳେ ୩ ଅଭିଯୁକ୍ତ ଗିରଫ
ନୀଳଗିରି, ୧୮।୧୧(ପ୍ରଶାନ୍ତ ବିଶ୍ୱାଳ): କୁଲଡିହା ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ତେଣ୍ଡା (ହୁଡ଼ିସାହି) ଅଞ୍ଚଳରେ ବନ୍ୟପ୍ରାଣୀ ମାଂସ କାଟୁଥିବା ବେଳେ ୩ଜଣଙ୍କୁ ଗିରଫ କରିଛି ବନବିଭାଗ। ୱାଇଲ୍ଡଲାଇଫ୍ ବିଟ୍ର…
ସାକ୍ଷୀଗୋପାଳରେ ଅଁଳା ନବମୀ: ରାଧା ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ସାକ୍ଷୀଗୋପାଳ,୧୮ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ପବିତ୍ର ଅଁଳା ନବମୀ ଅବସରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶ ଓ ରାଧା ପାଦ ଦର୍ଶନ ପାଇଁ…
ଗତିପଥ ବଦଳାଇଲା ବାତ୍ୟା: ଓଡ଼ିଶାର ଏହି ସ୍ଥାନରେ କରିବ ଲ୍ୟାଣ୍ଡଫଲ! ଆସିଲା ବଡ଼ ସୂଚନା
ଭୁବନେଶ୍ୱର, ୧୮।୧୧: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଅକ୍ୱାନ’। ବୁଧବାର ସକାଳ ୫ଟା ୩୦ ମିନିଟରେ ପର୍ଯ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ…
ଶନିଙ୍କ ମାର୍ଗୀ ଚଳନ: ୨୦୨୭ ପୂର୍ବରୁ ୪ ରାଶିଙ୍କ ଘରକୁ ଆସିବ ଧନର ସୁଅ! ଚାକିରି-ବ୍ୟବସାୟରେ…
ଶନିଦେବଙ୍କୁ ନ୍ୟାୟ ଓ କର୍ମଫଳର ଦେବତା ବୋଲି ମାନାଯାଏ। ବ୍ୟକ୍ତିଙ୍କ କର୍ମ ଅନୁସାରେ ଶନିଦେବ ତାଙ୍କୁ ଫଳ ପ୍ରଦାନ କରିଥାନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଦେବ ଯେତେବେଳେ…
ଟିମ ଇଣ୍ଡିଆରେ ଫେରିବେ ଦୁଇ ଷ୍ଟାର୍ ଖେଳାଳି, ଆସନ୍ତାକାଲି ନ୍ୟୁଜିଲାଣ୍ଡ ସହ ଲଢ଼େଇ; ୯ ନୂଆ ମୁହଁଙ୍କୁ ସୁଯୋଗ!
ନୂଆଦିଲ୍ଲୀ, ୧୮।୧୧: ଟି-୨୦ ଓ ଦିନିକିଆ ସିରିଜ ଜିତିବା ପରେ ଏବେ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ଭେଟିବ ଟିମ ଇଣ୍ଡିଆ। ଆସନ୍ତାକାଲି ଅର୍ଥାତ୍ ଗୁରୁବାର, ୧୯ ନଭେମ୍ବରରୁ…
ତାମିଲନାଡ଼ୁରେ ବନ୍ଧକ ଥିବା ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲେ ସ୍ବାସ୍ଥ୍ୟମନ୍ତ୍ରୀ: ପରିବାରରେ ଖୁସିର ଲହରୀ
କେସିଙ୍ଗା,୧୮।୧୧(ତୁମେଶ୍ୱର ସାହୁ): ଦୀର୍ଘଦିନ ଧରି ତାମିଲନାଡ଼ୁର ଏକ ଡିଟରଜେଣ୍ଟ କାରଖାନାରେ ବନ୍ଧକ ଥିବା କଳାହାଣ୍ଡି ଜିଲାର ଦାଦନ ଶ୍ରମିକ ଦିନେଶ ମାଝୀ ଶେଷରେ ଉଦ୍ଧାର ହୋଇ ନିଜ…

