ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା

ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ ପରିକ୍ରମା କରାଯାଇଥିଲା। ପରେ ଗ୍ରାମ ପୂର୍ବ ପଟେ ଥିବା ଦୋଳବେଦିକୁ ଅଣାଯାଇ ଠାକୁରଙ୍କୁ ଝୁଲାଯାଇ ସାମୂହିକ ପୂଜାର୍ଚ୍ଚନା ହୋଇଥିଲା। ପଣ୍ଡିତ ଶରତ ଚନ୍ଦ୍ର ମିଶ୍ରଙ୍କ ଦ୍ୱାରା ପାଞ୍ଜିକୁ ପାଠ କରାଯାଇଥିଲା। ଟ୍ରଷ୍ଟି ବିପ୍ରଚରଣ ମିଶ୍ର, ରଜନୀକାନ୍ତ ତ୍ରିପାଠୀ, ପ୍ରଦ୍ୟୁମ୍ନ କୁମାର ଷଡ଼ଙ୍ଗୀଙ୍କ ସମେତ ଗ୍ରାମବାସୀଙ୍କ ଉପସ୍ଥିତିରେ ଦୋଳପୂର୍ଣ୍ଣିମା ପାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri