Posted inଜାତୀୟ

ହଳଦିଆ ଶାଢି ପରେ ଏବେ ନୀଳ ଶାଢି ପିନ୍ଧି ଡ୍ୟାନ୍ସ କରି ଭାଇରାଲ ହେଲେ ରିନା ଦ୍ୱିବେଦୀ

ହରିୟାଣା,୨୭।୭: ଲୋକ ସଭା ନିର୍ବାଚନ ସମୟରେ ଉତ୍ତର ପ୍ରଦେଶର ପିଡବ୍ଲୁଡି ଅଧିକାରୀ ରିନା ଦ୍ୱିବେଦୀ ଖୁବ୍‌ ଭାଇରାଲ ହୋଇଥିଲେ। ତାଙ୍କର ହଳଦିଆ ଶାଢି ପିନ୍ଧା ଫଟୋ ସହ ପୁଣି ଥରେ ତାଙ୍କର ଡ୍ୟାନ୍ସ ଭିଡିଓ ବି ଭାଇରାଲ୍‌ ହୋଇଥିଲା। ଏବେ ଏହି ମହିଳାଙ୍କ ଆଉ ଏକ ଟିକ୍‌ଟକ୍‌ ଭିଡିଓ ପୁଣିଥରେ ଭାଇରାଲ ହେବାରେ ଲାଗିଛି। ନୀଳ ଶାଢି ପିନ୍ଧି ଖୁବ୍‌ ନାଚୁଛନ୍ତି ରିନା। ଏଥର ସେ ହରିୟାଣା ଡ୍ୟାନ୍ସର ସପନା ଚୌଧୁରୀଙ୍କ ‘ତେରି ଆଁଖ କା କାଜଲ’ ଗୀତରେ ନାଚୁଛନ୍ତି। ଏହାକୁ ଦେଖିବା ପରେ ଅନେକେ ତାଙ୍କୁ ସପନାଙ୍କ କପି ବୋଲି କହୁଛନ୍ତି। ଏଥର ସେ ଜଣେ ପରଫେକ୍ଟ ଡ୍ୟାନ୍ସର ଭଳି ଲାଗୁଛନ୍ତି। ଆଉ ଏହାକୁ ଦେଖିବା ପରେ ଭଲ ଭଲ କମେଣ୍ଟ ମଧ୍ୟ ଆସୁଛି ତାଙ୍କ ପ୍ରଶଂସକଙ୍କଠାରୁ।


Enter your email to get our daily news in your inbox.

All Right Reserved By Dharitri.Com

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri