ହଳଦୀପଡ଼ିଆ ବସ୍ତିରୁ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକରୋଡ଼,୧୭।୪(ଡି.ଏନ୍‌.ଏ): ଅବକାରୀ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ବୁଧବାର ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଧୀନ ହଳଦୀପଡ଼ିଆ ବସ୍ତିରେ ଚଢ଼ାଉ କରି ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ବସ୍ତିରେ ରହୁଥିବା ଦିଲ୍ଲୀପ ବେହେରା। ତାଙ୍କ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର: ସାମ୍ନାକୁ ଆସିଲା ଭୟଙ୍କର ଦୁର୍ଘଟଣା ଦୃଶ୍ୟ

ଭୁବନେଶ୍ୱର,୧୪।୨: ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର। ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ବ୍ରିଟ କଲୋନୀ ମୁଖ୍ୟ ରାସ୍ତାରେ। ଏଥିରେ ୪ ଆହତ ହୋଇଥିବା ବେଳେ…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

୫ ଓଏଏସ୍‌ ଅଧିକାରୀଙ୍କ ବଦଳି: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୧୪ା୨(ରବିନାରାୟଣ ଜେନା):ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ୫ଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌-କନିଷ୍ଠ) ଅଧିକାରୀଙ୍କୁ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରାପଡ଼ା- ମହାକାଳପଡ଼ାର ପୂର୍ବତନ ବିଡିଓ ସୌମ୍ୟାଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri