ହସ୍ପିଟାଲ ଆଇସୋଲେଶନରେ ୭୬ କରୋନା ସନ୍ଦିଗ୍ଧ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ସେହି ୩ରେ ରହିଛି। ତେବେ ଏମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ଯୋଗାଯୋଗ କରାଯାଉଛି। ପ୍ରଥମ ୨ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ୫୫ଜଣ ବ୍ୟକ୍ତି ଆସିଥିବାବେଳେ ତୃତୀୟ ପଜିଟିଭଙ୍କ ସଂସ୍ପର୍ଶରେ ୧୧୨ ଜଣ ଆସିଥିବା ଚିହ୍ନଟ କରାଯାଇଛି। ସୋମବାର ସୁଦ୍ଧା ୭୬ଜଣ କରୋନା ସନ୍ଦିଗ୍ଧ ବିଭିନ୍ନ ହସ୍ପିଟାଲ ଆଇସୋଲେଶନରେ ରହିଛନ୍ତି। ଅନ୍ୟପକ୍ଷରେ ସୋମବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ଓଡ଼ିଶାରେ ୩୭୦ ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଛି। ଅଧିକ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହନ୍ତି। ସେପଟେ ଅନ୍‌ଲାଇନ୍‌ ଓ ୧୦୪ ମାଧ୍ୟମରେ ଆଜି ପର୍ଯ୍ୟନ୍ତ ମୋଟ ୧୦୨୧୭ ଜଣ ଫେରନ୍ତା ପଞ୍ଜୀକରଣ କରାଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨୯୧ ଜଣ ବିଦେଶରୁ ଓ ୫୯୨୬ ଜଣ ଅନ୍ୟ ରାଜ୍ୟରୁ ଫେରିଛନ୍ତି ବୋଲି ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri