ହସ୍ପିଟାଲ, ଆର୍‌ଟିଓ ଅଫିସରୁ ୧୦ ଦଲାଲ ଅଟକ

ବଲାଙ୍ଗୀର ଅଫିସ,୨୬।୯: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ଏବଂ ଆରଟିଓ ଅଫିସରୁ ଗୁରୁବାର ୧୦ ଦଲାଲଙ୍କୁ ପୋଲିସ ଅଟକ ରଖିଛି । ପୂର୍ବାହ୍ନରେ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସ୍‌ପି ମାଡକର ସନ୍ଦୀପ ସମ୍ପଦ ହଠାତ୍‌ ପରିଦର୍ଶନରେ ଯାଇଥିଲେ। ସେଠାରେ ଦଲାଲ ସନ୍ଦେହରେ ୫ ଯୁବତୀ ଓ ୫ ଯୁବକଙ୍କୁ ଅଟକ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri