ହସ୍ପିଟାଲର ୩୬ ଗର୍ଭବତୀ ନର୍ସଙ୍କ ମଧ୍ୟରୁ ୨୦ ଜଣ ମା’ହେଲେ

ଗୋଟିଏ ବର୍ଷରେ ଏକ ହସ୍ପିଟାଲର ୩୬ଜଣ ନର୍ସ ଗର୍ଭବତୀ ହୋଇଥିବା ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୋସିଆଲ ମିଡିଆରେ ମା’ ହୋଇସାରିଥିବା ୨୦ ଓ ଅବଶିଷ୍ଟ ୧୬ ନର୍ସଙ୍କ ଖବର ଭାଇରାଲ ହେବାରେ ଲାଗିଛି। ହସ୍ପିଟାଲ ପକ୍ଷରୁ ସେମାନଙ୍କର ଫଟୋଗୁଡିକୁ ଏବେ ଶେୟାର କରାଯାଇଛି। ତେବେ ଜନ୍ମ ନେଇଥିବା ୨୦ ଶିଶୁଙ୍କ ଭିତରେ ମାତ୍ର ୨ ଶିଶୁକନ୍ୟା ରହିଥିବା ଜଣାପଡ଼ିଛି। ଅବଶିଷ୍ଟ ୧୬ ନର୍ସଙ୍କ ପ୍ରସବ ଚଳିତ ଡିସେମ୍ବର ଶେଷ ସୁଦ୍ଧା ହେବ ବୋଲି କୁହାଯାଇଛି।

ଆମେରିକାର କାନସାସ୍‌ ସହରରେ ଥିବା ଚିଲଡ୍ରେନ ମର୍ସି ହସ୍ପିଟାଲରେ ଏହି ରୋଚକ ଘଟଣା ଘଟିଛି। ସମସ୍ତ ନର୍ସ ନିଓନାଟାଲ ଇଣ୍ଟେନସିଭ କେୟାର ୟୁନିଟ୍‌(ଏନ୍‌ଆଇସିୟୁ)ରେ କାର୍ଯ୍ୟ କରୁଥିବା ବେଳେ ପ୍ରତିଦିନ ଏମାନେ ଶିଶୁ ରୋଗୀଙ୍କ ଯତ୍ନ ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri