ହାଇଓ୍ବା ଚୋରି ଘଟଣା : ଝାଡ଼ଖଣ୍ଡରୁ ଜବତ କଲା ପୋଲିସ

ବଡ଼ବିଲ,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ୱରୁ ଗୁରୁବାର ଭୋର୍‌ରୁ ଏକ ହାଇଓ୍ବା ଚୋରି ହୋଇଥିଲା। ଏହି ଘଟଣାରେ ପୋଲିସ ଶୁକ୍ରବାର ସଂପୃକ୍ତ ଅଭିଯୁକ୍ତ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଞ୍ଚଳର ଛୋଟୁ ଓରଫ୍‌ ଗୁରୁଦେବ ଗୁପ୍ତାଙ୍କୁ ଗିରଫ କରିଥିଲାବେଳେ ଶନିବାର ଚୋରି ହାଇଓ୍ବାଟିକୁ ଝାଡ଼ଖଣ୍ଡରୁ ଜବତ କରି ବଡ଼ବିଲ ଥାନା ପରିସରକୁ ଆଣିଛି।
ସୂଚନା ଅନୁଯାୟୀ, ବଡ଼ବିଲ ଅଞ୍ଚଳର ବିନିତ ବନସାଲ ନାମକ ଜଣେ ବ୍ୟକ୍ତିଙ୍କର ଓଡି ୦୯ ସି ୬୪୪୭ ନମ୍ବର ବିଶିଷ୍ଟ ହାଇଓ୍ବା ଟ୍ରକ୍‌ଟି ରାଜ୍ୟ ରାଜପଥ ସେରେଣ୍ଡାସ୍ଥିତ ରାସ୍ତା କଡ଼ରୁ ଗୁରୁବାର ଭୋର୍‌ରୁ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ତଦନ୍ତ କରି ପୋଲିସ, ଘଟଣାରେ ସଂପୃକ୍ତ ଅଭିଯୁକ୍ତ ଛୋଟୁ ଓରଫ୍‌ ଗୁରୁଦେବ ଗୁପ୍ତାଙ୍କୁ ଶୁକ୍ରବାର ଗିରଫ କରି ହାଇଓ୍ବାର ସନ୍ଧାନ ପାଇଁ ଝାଡ଼ଖଣ୍ଡ ଗସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ମୃତକଙ୍କ…

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ…

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌…

ଟିଟିଲାଗଡ଼ ସହରରେ ହାତୀ ଆତଙ୍କ: ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶି…

ଟିଟିଲାଗଡ଼, ୧/୯ (ସଞ୍ଜୟ କୁମାର ବେହେରା): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ସକାଳୁ ଟିଟିଲାଗଡ଼ ସହରର ମାଳଗୋଦାମପଡ଼ା ନିକଟସ୍ଥ ରେଳ ଲାଇନ…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri