ହାଇଓ୍ବା ଧକ୍କା: ଜଣେ ମୃତ, ଜଣେ ଗୁରୁତର; ସ୍ଥାନୀୟ ଲୋକଙ୍କ ରାସ୍ତାରୋକୋ

ବଅଁରପାଳ,୯।୧(ଡି.ଏନ୍‌.ଏ.): ୫୫ ନଂ. ଜାତୀୟ ରାଜପଥର ବଅଁରପାଳ ଥାନା ସନ୍ତ୍ରୀ ଛକ ନିକଟରେ ଗୁରୁବାର ସକାଳେ ଏକ ହାଇଓ୍ବା ଧକ୍କାରେ ପୁରୁଣାଗଡ଼ ଅଞ୍ଚଳର ମନୁ ବାରିକ(୨୫) ନାମକ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଦାଦା ଗୁରୁତର ହୋଇଛନ୍ତି। ଦାଦା ପୁତୁରା ମିଶି ଏକ ବାଇକ୍‌ ଯୋଗେ ପୁରୁଣାଗଡ଼ର ନୂଆହତା ଯାଉଥିବା ବେଳେ ପଛରୁ ଆସୁଥିବା ହାଇଓ୍ବା ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମନୁଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଦାଦାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣା ଯୋଗୁ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ହମ୍ପ୍‌ସ ନିର୍ମାଣ ଦାବିରେ ରାସ୍ତାରୋକୋ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଛି। ଘଟଣାସ୍ଥଳରେ ବଅଁରପାଳ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri