ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ

କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ, ଗୃହସଚିବ, ଡିଜିପି, ନୟାଗଡ ଜିଲାପାଳ, ଏସ୍‌ପି ଓ ଆଇଆଇସିଙ୍କୁ ପକ୍ଷଭୁକ୍ତ କରିଛନ୍ତି। ସୌମ୍ୟ ପିଟିଶନରେ ଦର୍ଶାଇଛନ୍ତି, ନୟାଗଡ ଜିଲାର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଏକ ଅଡିଓ ଟେପ୍‌ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏଥିରେ ସୌମ୍ୟ ଓ ମନ୍ତ୍ରୀ ସାହୁଙ୍କ ମଧ୍ୟରେ କିଛି କଥୋପକଥନ ଥିଲା। ଏହି ଅଡିଓ ପାଇଁ ତାଙ୍କ ପାଖକୁ ଅନେକ ସମୟରେ ଧମକପୂର୍ଣ୍ଣ ଫୋନ କଲ୍‌ ଆସିଛି ା ଏହାକୁ ନେଇ ସେ ଓ ତାଙ୍କ ପରିବାର ଲୋକଙ୍କ ଜୀବନ ପ୍ରତି ବିପଦ ଥିବା ପିଟିଶନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri