କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ, ଗୃହସଚିବ, ଡିଜିପି, ନୟାଗଡ ଜିଲାପାଳ, ଏସ୍ପି ଓ ଆଇଆଇସିଙ୍କୁ ପକ୍ଷଭୁକ୍ତ କରିଛନ୍ତି। ସୌମ୍ୟ ପିଟିଶନରେ ଦର୍ଶାଇଛନ୍ତି, ନୟାଗଡ ଜିଲାର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଏକ ଅଡିଓ ଟେପ୍ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏଥିରେ ସୌମ୍ୟ ଓ ମନ୍ତ୍ରୀ ସାହୁଙ୍କ ମଧ୍ୟରେ କିଛି କଥୋପକଥନ ଥିଲା। ଏହି ଅଡିଓ ପାଇଁ ତାଙ୍କ ପାଖକୁ ଅନେକ ସମୟରେ ଧମକପୂର୍ଣ୍ଣ ଫୋନ କଲ୍ ଆସିଛି ା ଏହାକୁ ନେଇ ସେ ଓ ତାଙ୍କ ପରିବାର ଲୋକଙ୍କ ଜୀବନ ପ୍ରତି ବିପଦ ଥିବା ପିଟିଶନରେ ଦର୍ଶାଯାଇଛି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…
ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…
ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…
ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…
ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ
ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…
ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍
ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…
ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…
ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…
କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…
ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…
ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍ପି, ଗୋପାଳପୁର-ରାୟଗଡ଼ା…
ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…
ରାତିଅଧରେ ଏଟିଏମ୍ ତାଡ଼ି ଥାର୍ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…
ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍ ଗାଡ଼ି ପଛରେ ବାନ୍ଧି…
Archives

