Posted inଜାତୀୟ

ହାଇଦ୍ରାବାଦ ଗଣବଳାତ୍କାର ମାମଲା: ପୋଲିସ ଏନକାଉଣ୍ଟରରେ ୪ ଅଭିଯୁକ୍ତ ମୃତ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ୪ ମୁଖ୍ୟ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଘଟଣାର ଅଧିକ ତଦନ୍ତ ନିମନ୍ତେ ସମସ୍ତ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଘଟଣାସ୍ଥଳକୁ ନିଆଯାଇଥିଲା। ହେଲେ ସେଠାରୁ ସେମାନେ ଫେରାର ହୋଇଯିବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ସେମାନଙ୍କୁ ଧରିବା ପାଇଁ ଗୁଳି ଚଳାଇଥିଲା। ମହିଳା ଡାକ୍ତରଙ୍କ ମୃତଦେହ ଚେତନାପାଲି ଓଭରବ୍ରିଜ ତଳୁ ମିଳିଥିବା ବେଳେ ଉକ୍ତ ଓଭରବ୍ରିଜ ଉପରେ ହିଁ ଅଭିଯୁକ୍ତମାନଙ୍କୁ ଏନକାଉଣ୍ଟର କରାଯାଇଛି। ସେମାନେ ହେଲେ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁ। ସୂଚନାଯୋଗ୍ୟ ଯେ, କିଛିଦିନ ତଳେ ଶାମସାବାଦଠାରେ ଭେଟରିନାରୀ ମହିଳା ଡାକ୍ତରଙ୍କୁ ୪ ଜଣ ଯୁବକ ସାହାଯ୍ୟ କରିବା ନାଁରେ ଗଣବଳାତ୍କାର କରିବା ପରେ ପୋଡି ମାରି ଦେଇଥିଲେ। ଅଭିଯୁକ୍ତଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri