Posted inଖେଳ

ହାଇଦ୍ରାବାଦ ବିପକ୍ଷରେ ଧୋନୀଙ୍କୁ ବିଶ୍ରାମ

ହାଇଦ୍ରାବାଦ, ୧୭।୪ (ପି.ଟି.)- ୨୦୧୦ ପରଠାରୁ ପ୍ରଥମଥର ପାଇଁ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇନାହାନ୍ତି। ବୁଧବାର ଖେଳାଯାଇଥିବା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ ତାଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ଅନୁପସ୍ଥିତିରେ ସୁରେଶ ରାଇନା ଦଳର ନେତୃତ୍ୱ ନେଇଛନ୍ତି। ଧୋନୀ ବିଶ୍ରାମ ନେବାକୁ ଚାହୁଁଥିଲେ ଓ ସେ ପରବର୍ତ୍ତୀ ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ରାଇନା କହିଛନ୍ତି। ଆଘାତ ସମସ୍ୟାକୁ ଏଡାଇବା ପାଇଁ ସେ ଆଗୁଆ ଏପରି ନିଷ୍ପତ୍ତି ନେଇଛନ୍ତି। ଗତ କୋଲକାତା ବିପକ୍ଷ ମ୍ୟାଚ ଖେଳିବା ଅବସରରେ ସେ ପିଠିରେ ଆଘାତ ପାଇଥିଲେ। ତେବେ ଏହା ଗୁରୁତର ହୋଇ ନ ଥିଲେ ମଧ୍ୟ ସେ ବିଶ୍ରାମ ନେବାକୁ ନିଷ୍ପତ୍ତି ନେଇଥିଲେ ବୋଲି ଟିମ୍‌ ମ୍ୟାନେଜମେଣ୍ଟ ତରଫରୁ ସୂଚନା ଦିଆଯାଇଛି। ମ୍ୟାଚ୍‌ ପୂର୍ବରୁ ଧୋନୀ ଫୁଟବଲ ଖେଳିଥିବାର ଦେଖାଯାଇଥିଲା। ଏହା ପରେ ରାଇନା ଟସ୍‌ ପକାଇବାକୁ ଆସିଥିଲେ। ଆଇପିଏଲ୍‌ରେ ଚତୁର୍ଥଥର ପାଇଁ ଧୋନୀ କୌଣସି ମ୍ୟାଚ୍‌ ଖେଳୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri