Posted inରାଜ୍ୟ

ହାଇଦ୍ରାବାଦରୁ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ବସ ଦୁର୍ଘଟଣା : ୨ୟ ଡ୍ରାଇଭର ମୃତ

ଖୋର୍ଦ୍ଧା ଅଫିସ,୫।୫ : ଖୋର୍ଦ୍ଧା ଟାଙ୍ଗି ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ କୁହୁଡ଼ି ଛକରେ ହାଇଦ୍ରାବାଦ ରୁ ପ୍ରବାସୀ ଓଡିଆଙ୍କୁ ଧରି ଫେରୁଥିବା ବସ ମଙ୍ଗଳବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ୨ୟ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ପୂର୍ବରୁ ୧ମ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଥିଲେ । ଆହତମାନେ ଟାଙ୍ଗୀ ହସପିଟାଲ ଚିକିତ୍ସାଧିନ ଅଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ୟ ଏକ ବସ ଯୋଗେ ପ୍ରବାସୀ ଓଡ଼ିଆଙ୍କୁ ପଠାଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri