Posted inଜାତୀୟ

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା: ପୋଲିସଙ୍କ ଉପରେ ଫୁଲ ବର୍ଷା କଲେ ସାଧାରଣ ଲୋକେ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦର ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରିଛି। ଏହି ଏନ୍‌କାଉଣ୍ଟର ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ପୋଲିସର ଏହି କାର୍ଯ୍ୟକୁ ପ୍ରଶଂସା କରଯାଇଛି। ହାଇଦ୍ରାବାଦର ସ୍ଥାନୀୟ ଲୋକେ ଉକ୍ତ ଏନ୍‌କାଉଣ୍ଟରରେ ଖୁସି ହୋଇ ଘଟଣାସ୍ଥଳରେ ଥିବା ପୋଲିସଙ୍କ ଉପରକୁ ଫୁଲ ବର୍ଷା କରିଥିବା ଦେଖିବାକୁ ମିଳିଛି। ଏଥିସହ ପୀଡିତାଙ୍କ ପଡୋଶୀମାନେ ପୋଲିସଙ୍କୁ ରାକ୍ଷୀ ବାନ୍ଧି ମିଠା ଖୁଆଇବା ସହ ଜିନ୍ଦାବାଦ ସ୍ଲୋଗାନ ଦେଇଛନ୍ତି। ତେବେ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ବାଣ ଫୁଟାଇ ଏକ ପ୍ରକାର ଉତ୍ସବ ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri