Posted inଜାତୀୟ

ହାଇଦ୍ରାବାଦରେ କନ୍‌ସଲ ଜେନେରାଲ ଜୋଏଲ୍‌

ହାଇଦ୍ରାବାଦ, ୨୨ା୮: ହାଇଦ୍ରାବାଦରେ ଆମେରିକାର ନୂଆ ବାଣିଜି୍ୟକ ରାଷ୍ଟ୍ରଦୂତ ଭାବେ ଜୋଏଲ ରେଫ୍‌ମ୍ୟାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ହାଇଦ୍ରାବାଦରେ ପହଞ୍ଚିବା ପରେ ଏହି ଅଞ୍ଚଳ ଲାଗି ଭାରତ-ଆମେରିକା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଥିବା ସେ କହିଛନ୍ତି। ଭାରତ- ଆମେରିକା ଶିଳ୍ପ, ପ୍ରତିରକ୍ଷା ଓ ବିଭିନ୍ନ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଲାଗି ମିଳିତ ପ୍ରୟାସ କରିବାକୁ ସେ ଆଗେଇ ଆସିଥିବା କହିଛନ୍ତି। ହାଇଦ୍ରାବାଦରେ ଇ-କମର୍ସ ଜିଆଣ୍ଟ ଆମାଜନର ସର୍ବବୃହତ ଷ୍ଟେର ଖୋଲିବା ଅବସରରେ ସେ ଏଭଳି ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri