ହାଟଡିହୀରେ ଅସ୍ଥାୟୀ କୋଭିଡ-୧୯ କ୍ୟାମ୍ପ ଖୋଲିବ

ହାଟଡିହୀ, ୨୮।୪(ଡି.ଏନ.ଏ.)-ବାହାର ରାଜ୍ୟ ଫେରନ୍ତାଙ୍କୁ ନେଇ ଜିଲା ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ତେଣୁ ସେମାନଙ୍କୁ ଥଇଥାନ ପାଇଁ ପ୍ରୟାସ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଅସ୍ଥାୟୀ କୋଭିଡ ମେଡିକାଲ କ୍ୟାମ୍ପ ଖୋଲିବ। ଗତ ସୋମବାର ହାଟଡିହୀ ବ୍ଲକ ତରଫରୁ ଚିଠି ନମ୍ବର ୧୪୦୧ରେ ଉକ୍ତ କ୍ୟାମ୍ପ ଖୋଲିବା ଲାଗି ନିର୍ଦ୍ଦେଶ ହୋଇଛି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ବ୍ଲକ ପ୍ରଶାସନ କର୍ମଚାରୀ ଓ ସରପଞ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଆଲୋଚନା କରି ବିଭିନ୍ନ ପରିସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ଜମ୍ଭୀରା ସରପଞ୍ଚ ଆଶାଲତା ସା, ଢେଙ୍କା ସରପଞ୍ଚ ନିମାଇଁ ସାମଲ, ଜିଆରଏସ ମଧୁଛନ୍ଦା ଗିରି, ସୁରେଶ ସେଠି, ପ୍ରଫୁଲ୍ଲ ମାଝୀ,ପିଇଓ ନରହରି ନାୟକ ପ୍ରମୁଖ ବିଦ୍ୟାଳୟର ଅଧ୍ୟକ୍ଷ ସୁଦାମ ବାରିକଙ୍କ ସହ ଏନେଇ ସମସ୍ତ ଆଲୋଚନା କରିଛନ୍ତି। ବିଦ୍ୟାଳୟର ୨୪ଟି ଗୃହକୁ କୋଭିଡ-୧୯ ଗୃହ ଲାଗି ସ୍ଥିରୀକୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?