ହାତ ଛାଡ଼ିଲେ ସ୍ମୃତିରେଖା

ଭୁବନେଶ୍ୱର,୬।୪(ବ୍ୟୁରୋ): କଂଗ୍ରେସ ଛାଡ଼ିଲେ ସ୍ମୃତିରେଖା ପହି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀରେ ସେ ସୂଚନା ଦେଇଛନ୍ତି। ତେବେ ସେ ଗତ ସାଧାରଣ ନିର୍ବାଚନରେ ଧର୍ମଶାଳାରୁ କଂଗ୍ରେସ ପ୍ରାର୍ଥୀ ହୋଇଥିଲେ। ଏବେ ଏପରି ନିଷ୍ପତ୍ତି ପଛର କାରଣ ବିଷୟରେ କହି ସ୍ମୃତିରେଖା କହିଛନ୍ତି, କଂଗ୍ରେସର ଉଚ୍ଚାରଣ ଏବଂ ଆଚରଣରେ ସେ କଷ୍ଟ ପାଇଛନ୍ତି। କୌଣସି ଘଟଣାରେ ଦଳ ତାଙ୍କୁ ସହଯୋଗ କରିନାହିଁ। ଏପରିକି କଂଗ୍ରେସ ଶାସକ ବିଜେଡି ସହ ହାତ ମିଳାଇଥିବାରୁ ସେ ଇସ୍ତଫା ଦେଉଥିବା ନେଇ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri