ହାତ ଟେକି ଦେଇଛନ୍ତି ସରକାରୀ କର୍ମଚାରୀ

ବାମରା, ୨୯।୩ (ଡି.ଏନ.ଏ.)
କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ବିଭିନ୍ନ ପ୍ୟାକେଜ ଓ ସୁବିଧା ଘୋଷଣା କରଛନ୍ତି। ହେଲେ କରୋନାରୁ ଲୋକଙ୍କୁ ବଞ୍ଚାଇବା ପାଇଁ ନିୟୋଜିତ କାର୍ଯ୍ୟରତ ଡାକ୍ତର ଓ ଅନ୍ୟାନ୍ୟ ବ୍ଲକ କର୍ମଚାରୀଙ୍କୁ ସରକାର ମାସ୍କ ଯୋଗେଇ ପାରୁ ନାହାନ୍ତି। ବାମରା ବ୍ଲକରେ ଏପରି ପରିସ୍ଥିତି ଉପୁଜିଛି। ବାମରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରତିଦିନ ଶହେରୁ ଦୁଇ ଶହ ରୋଗୀ ଚିକିତ୍ସା ପାଇଁ ପହଞ୍ଚୁଛନ୍ତି। ହେଲେ ଡାକ୍ତର ଓ କର୍ମଚାରୀ ବିନା ମାସ୍କ ଓ ସାନିଟାଇଜରରେ ଲୋକଙ୍କ ସେବା କରୁଛନ୍ତି, ଯାହା ତାଙ୍କ ପାଇଁ ବିପଦପୂର୍ଣ୍ଣ ହୋଇପାରେ ବୋଲି ଆଶଙ୍କା ରହିଛି। ସେହିପରି ଲୋକଙ୍କୁ ଅନ୍ୟାନ୍ୟ ସୁବିଧା ଯୋଗାଇବା ପାଇଁ ନିୟୋଜିତ ବ୍ଲକ ଓ ତହସିଲ କର୍ମଚାରୀ ମଧ୍ୟ ବିନା ମାସ୍କରେ ଲୋକଙ୍କ ପାଖରେ ପହଞ୍ଚୁଛନ୍ତି। ବର୍ତ୍ତମାନ ସମସ୍ତ ପଞ୍ଚାୟତରେ ଭତ୍ତା ବଣ୍ଟନ ହେଉଛି। ହେଲେ ଦାୟିତ୍ୱରେ ଥିବା ଇଓ, ସରପଞ୍ଚ ଓ ଅନ୍ୟାନ୍ୟ କର୍ମଚାରୀ ମାସ୍କ, ସାନିଟାଇଜର, ଗ୍ଲୋବସ ବିନା କାମ କରୁଛନ୍ତି। ହିତାଧିକାରୀଙ୍କ ଟିପ ଚିହ୍ନ ନେବା ସହ ଟଙ୍କା ଦିଆଯାଉଛି। ତେବେ ଏ ନେଇ କୁଚିଣ୍ଡା ଉପଜିଲାପାଳ ବିଶ୍ୱରଞ୍ଜନ ନାୟକଙ୍କୁ ପଚାରିବାରୁ ବଜାରରେ ମାସ୍କ ମିଳୁ ନ ଥିବା ସେ କହିଛନ୍ତି। ଅନ୍ୟପକ୍ଷେ ବାମରା ବିଡିଓ ଗୋବିନ୍ଦ ଡନସନା ସମସ୍ତ କାର୍ଯ୍ୟରତ କର୍ମଚାରୀଙ୍କୁ ନିଜ ଦାୟିତ୍ୱ ନିଜେ ନେବା ପାଇଁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?