Posted inଖେଳ

ହାତ ମିଳାଇବାକୁ ମନା କଲେ ସ୍ନୁକର ଷ୍ଟାର ଓସୁଲିଭାନ

ଲଣ୍ଡନ,୧୩।୧୨(ଏଏଫ୍‌ପି)- ସ୍ନୁକର କିମ୍ବଦନ୍ତୀ ରୋନି ଓସୁଲିଭାନ ନିଜ ଜାଜ୍ୱଲ୍ୟମୟ କ୍ୟାରିୟରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ସ୍କଟିଶ ଓପନ ଟୁର୍ନାମେଣ୍ଟରେ ଏକ ମ୍ୟାଚ୍‌ ପୂର୍ବରୁ ସେ ପ୍ରତିଦ୍ୱନ୍ଦ୍ୱୀ ଖେଳାଳି ଓ ରେଫରିଙ୍କ ସହ ହାତ ମିଳାଇବାକୁ ମନା କରି ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ପାରମ୍ପରିକ ଭାବେ ପ୍ରତ୍ୟେକ କ୍ରୀଡ଼ାରେ ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ଖେଳାଳିମାନେ ପରସ୍ପର ଓ ମ୍ୟାଚ୍‌ ଅଫିସିଆଲଙ୍କ ସହ ହାତ ମିଳାନ୍ତି। କିନ୍ତୁ ୫ ଥର ବିଶ୍ୱ ଚାମ୍ପିୟନ ଅତ୍ୟଧିକ ସ୍ବାସ୍ଥ୍ୟ ସଚେତନତା କାରଣରୁ ଏପରି କରିବାକୁ ଅନିଚ୍ଛା ପ୍ରକାଶ କରିଥିଲେ। ମୁଁ କୀଟାଣୁ ପ୍ରତି ଅଧିକ ସତର୍କ ରୁହେ। ଏପରି କି କଦାପି କବାଟର ହ୍ୟାଣ୍ଡଲ ଧରେ ନାହିଁ। ଡୋର ହ୍ୟାଣ୍ଡେଲରେ ଟିସୁ ପେପର ବ୍ୟବହାର କରେ ବୋଲି ଜେମ୍ସ କାହିଲଙ୍କୁ ୪-୦ରେ ହରାଇବା ପରେ ଓସୁଲିଭାନ କହିଛନ୍ତି। ଗତବର୍ଷ ବିଶ୍ୱ ଚାମ୍ପିୟନଶିପରେ ଓସୁଲିଭାନଙ୍କୁ ପରାସ୍ତ କରି କାହିଲ ସଭିଙ୍କୁ ଚକିତ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri