ହାତ ଯୋଡିଲେ ବିଜୟ ମାଲ୍ୟା: କାନ୍ଦିକି କହିଲେ, ତୁରନ୍ତ ସବୁ ଟଙ୍କା ଫେରସ୍ତ ନେଇଯାଅ

ଲଣ୍ଡନ, ୧୪।୨: ବିଭିନ୍ନ ବ୍ୟାଙ୍କରୁ ଋଣ ନେଇ ବ୍ରିଟେନ ପଳାଇଥିବା ମଦ ବ୍ୟବସାୟୀ ବିଜୟ ମାଲ୍ୟା ବ୍ରିଟିଶ ହାଇକୋର୍ଟରେ କାନ୍ଦି ପକାଇଛନ୍ତି। ଭାରତୀୟ ବ୍ୟାଙ୍କ୍‌ଗୁଡିକ ତୁରନ୍ତ ଟଙ୍କା ଫେରସ୍ତ ନେଇଯାନ୍ତୁ। ରୟାଲ କୋର୍ଟ ଅଫ୍‌ ଜଷ୍ଟିସରେ ମାଲ୍ୟା ହାତ ଯୋଡି ଏହା କହିଛନ୍ତି। ବ୍ୟାଙ୍କରୁ ନେଇଥିବା ୧୦୦ ପ୍ରତିଶତ ଫେରସ୍ତ ଦେବାକୁ ପ୍ରସ୍ତୁତ ଅଛି। ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୋ ସହ ଯାହା କରୁଛି ଠିକ୍‌ ନୁହେଁ। ମୁଁ କୌଣସି ଅପରାଧ କରିନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୯ ହଜାର କୋଟି ଟଙ୍କାର ଋଣ ନେବା ପରେ ବ୍ୟାଙ୍କକୁ ନ ସୁଝି ମାଲ୍ୟା ଲଣ୍ଡନ ପଳାଇଛନ୍ତି। ଏହି ମାମଲାରେ ଇଡି ଓ ସିବିଆଇ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri