ହାତକୁ ଦୁଇହାତ ହେଲେ କାମ୍ୟା

ବମ୍ବେ: ବିବାହ ବନ୍ଧନରେ ଟେଲିଜଗତର ଲୋକପ୍ରିୟ ଅଭିନେତ୍ରୀ କାମ୍ୟା ପଞ୍ଜାବୀ। ପ୍ରେମିକ ସଲଭ ଦାଙ୍ଗଙ୍କୁ ସେ ପଞ୍ଜାବୀ ରୀତିନୀତିରେ ବିବାହ କରିଛନ୍ତି। ଏହା କାମ୍ୟାଙ୍କ ଦ୍ୱିତୀୟ ବିବାହ। ଆଗରୁ ତାଙ୍କର ଗୋଟିଏ ଝିଅ ରହିଛି। ଅନ୍ୟପଟେ ପୁଣି ଜୀବନରେ ଖୁସି ଫେରି ପାଇଥିବା ଯୋଗୁ କାମ୍ୟାଙ୍କୁ ପ୍ରଶଂସକଙ୍କ ଶୁଭେଚ୍ଛା ଛୁଟୁଥିବା ବେଳେ ଅପରପକ୍ଷେ ତାଙ୍କୁ ଟ୍ରୋଲ ମଧ୍ୟ କରାଯାଉଛି।

ସୋମବାର ସଲଭଙ୍କୁ ବିବାହ କରିବା ପରେ ଏହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କାମ୍ୟା ନିଜର ହଳଦୀ, ନିର୍ବନ୍ଧ ଏବଂ ବିବାହ ସମୟର ଫଟୋ ଶେୟାର କରିବା ପରେ ଟ୍ରୋଲ ହୋଇଛନ୍ତି। ପୂର୍ବରୁ ଝିଅ ଥିବା ବେଳେ କାହିଁକି ସେ ବିବାହ କରୁଛନ୍ତି ବୋଲି ଜଣେ ଟ୍ରୋଲର ପ୍ରଶ୍ନ କରିଥିଲେ। ଏହାର ଜବାବ ଦେଇଛନ୍ତି କାମ୍ୟାଙ୍କ ଘନିଷ୍ଠ ବନ୍ଧୁ କବିତା କୌଶିକ।

କବିତା କହିଛନ୍ତି, ଯଦି ଆପଣ ବିବାହିତ, ତେବେ ଆପଣଙ୍କ ପାଖରେ ଜଣେ ସାଥୀ, ବନ୍ଧୁ ଅଛି। କେବଳ ସନ୍ତାନ ଜନ୍ମ କରିବା ଜୀବନ ନୁହେଁ, ଏହା ବ୍ୟତୀତ ଗୋଟିଏ ଦୁନିଆ ରହିଛି। ଏଣୁ ଅନ୍ୟର ଜୀବନରେ ଭୁଲକୁ ଖୋଜନ୍ତୁ ନାହିଁ। ଯାହାକୁ ଖୁସି ମିଳେ। ଏହା ଏକ ଖୁସିର ସମୟ। ଏଣୁ ପ୍ରଶ୍ନ ପଚାରିବା ଅପେକ୍ଷା ଅନ୍ୟମାନଙ୍କ ପାଇଁ ଖୁସି ହୁଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri