ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ପରଜଙ୍ଗ,୭।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ସୁଦର୍ଶନ ସାମଲ (୭୦)।
ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ଗ୍ରାମ ଭିତରକୁ ଏକ ଦନ୍ତା ହାତୀ ପଶି ଆସିଥିଲା। ସେହି ସମୟରେ ସୁଦର୍ଶନ ବାହାରକୁ ଉଠିଥିଲେ। ପରେ ହାତୀ ସହ ମୁହାଁ ମୁହିଁ ହୋଇଯିବାରୁ ହାତୀ ତାଙ୍କୁ ଶୁଣ୍ଢରେ ଟେକି ଫୋପାଡି ଦେଇଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri