ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ବଡଗାଁ,୨୪।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର (୫୮)। ଉଭୟ ସ୍ବାମୀ ସ୍ତ୍ରୀ ସୋମବାର ଜଙ୍ଗଲ ପାଖ ବିଲକୁ ଧାନ କାଟିବାକୁ ଯାଇଥିଲେ। ଅପରାହ୍ନରେ ବନମାଳୀ ଘରକୁ ଆସିଥିଲେ। ମାତ୍ର ଉର ଘରକୁ ନ ଫେରିବାରୁ ତାଙ୍କୁ ବହୁ ଖୋଜାଖୋଜି କରିବା ପରେ ମଙ୍ଗଳବାର ସକାଳେ ମୃତଦେହ ବିଲରେ ପଡ଼ିଥିବା ଦେଖି ବନବିଭାଗକୁ ଜଣାଇଥିଲେ। ଖବରପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ବଡ଼ଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri