ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ବନ୍ତଳା, ୩୧।୧୨(ଡି.ଏନ.ଏ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣା କୋଟ ଥାନା ରେଞ୍ଜ ଅଧୀନରେ ଥିବା ଗୋପାଳପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର ୩.୧୫ ମିନିଟରେ ହାତୀ ଆକ୍ରମଣରେ ଗ୍ରାମର ଜଣେ ମହିଳା ଜୟନ୍ତୀ ବିର (୪୨)ଙ୍କର ମୃତ୍ୟୁ ହୋଇଛି। ଖବର ପାଇ ତୁରନ୍ତ ରେଞ୍ଜର ଗଜେନ୍ଦ୍ର ବେହେରା ଓ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଥାନା ଅଧିକାରୀ ବିକ୍ରମ ବିହାରୀ ଜୟପୁରିଆ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଜୟନ୍ତୀ ଘରେ ଶୋଇଥିଲେ। ତେବେ ଭୋର ସମୟରେ କୁକୁର ଦଳ ଭୁକିବାରୁ ଷଣ୍ଢ ଆସିଥିବା ଭାବି ଘର ଭିତରୁ ବାହାରି ଷଣ୍ଢକୁ ଘଉଡାଇବା ପାଇଁ ଯାଉଥିଲେ। ସେହି ସମୟରେ ହାତୀ ଜୟନ୍ତୀକୁ ଟାଣି ନେଇ ମାରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ମୃତଚାଷୀଙ୍କ ସମ୍ପର୍କୀୟ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ (କ) ଗ୍ରାମର ଯୁବଚାଷୀ ବଳରାମ ପଧାନଙ୍କ ଧାନ ବିକ୍ରି ଟଙ୍କା କେରଳ ସ୍ଥିତ ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା…

ଭାଜପା ନେତାଙ୍କ ଘର ଉପରକୁ ଆକ୍ରମଣ, ଘର ଭଙ୍ଗାରୁଜା କରି…

ମୋହନା,୩।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଭାଜପା ନେତାଙ୍କ ବାସଭବନକୁ ସଂଘବଦ୍ଧ ଆକ୍ରମଣ । ପୂର୍ବତନ ଭାଜପା ଗଜପତି ଜିଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ…

୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…

ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ…

୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ

ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍‌ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri