ହାତୀ ଉପଦ୍ରବ, ଚାଷୀ ଚିନ୍ତିତ

ବଇଣ୍ଡା, ୨୨।୧୨(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ମାଧପୁର, କଣ୍ଟେଇକୋଳିଆ, ଅଁଳାବେରେଣୀ, ନାଗାଝରଣ, ଅଶ୍ରୁବାହାଳ ଅଞ୍ଚଳରେ କିଛିଦିନ ହେଲା
ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ରାତିରେ ନିକଟ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏଥିରେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି ପରିବା ଚାଷୀ। ହାତୀପଲ ପରିବା ଚାଷ ଜମିରେ ପଶି ଫସଲ ଦଳି ଚକଟି ନଷ୍ଟ କରିଦେଉଛନ୍ତି। ଧାନ ଖଳାରେ ଧାନ ଖାଇ ଯାଉଛନ୍ତି। ହାତୀ ଉପଦ୍ରବକୁ ନେଇ ଚାଷୀମାନେ ଚିନ୍ତିତ ହୋଇପଡ଼ିଥିବାବେଳେ ନିଆଁ ହୁଳା ଜାଳି ରତି ଉଜାଗର ରହି ହାତୀ ଘଉଡ଼ାଉଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri