ହାତୀଙ୍କ ସୁରକ୍ଷା ପାଇଁ ‘ଗଜବନ୍ଧୁ’ ଯୋଜନା: ଚଳପ୍ରଚଳ ରାସ୍ତାରେ ସିସିଟିଭି, ୬୫ ସ୍ଥାନରେ ଲାଗିବ ସ୍ପିଡ୍‌ ବ୍ରେକର୍‌

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ହାତୀମାନଙ୍କ ମୃତ୍ୟୁ ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହାତୀଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାର ଶନିବାର ଏକ ନୂତନ ଯୋଜନା ଆରମ୍ଭ କରିଛନ୍ତି। ଏହାର ନାମ ରହିଛି ‘ଗଜବନ୍ଧୁ’ ଯୋଜନା। ଏହି ଯୋଜନାରେ ସାଧାରଣ ଲୋକଙ୍କୁ ସାମିଲ କରାଯିବ। ଏପରିକି ହାତୀଙ୍କ ସ୍ଥିତି ସମ୍ପର୍କରେ ସୂଚନା ଦେଲେ ସୂଚନାକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ହାତୀଙ୍କ ଚଳପ୍ରଚଳ ରାସ୍ତାରେ ସିସିଟିିଭି ମଧ୍ୟ ଲଗାଯିବ। ଏହାଛଡ଼ା ଦୁର୍ଘଟଣା ରୋକିବାକୁ ୬୫ଟି ସ୍ଥାନରେ ସ୍ପିଡ୍‌ ବ୍ରେକର ମଧ୍ୟ ଲଗାଯିବ ବୋଲି ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଅଜୟ କୁମାର ମହାପାତ୍ର ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri