Posted inଜାତୀୟ

ହାରିବା ଦେଖି ଟୁଇଟ୍‌ କରି ରାଗ ସୁଝାଇଲେ ରଙ୍ଗିଲା ଗର୍ଲ

ମୁମ୍ବାଇ,୨୩।୫: ଲୋକ ସଭା ନିର୍ବାଚନରେ କଂଗ୍ରେସରୁ ଉତ୍ତର ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ପାଖାପାଖି ୨ ଲକ୍ଷରୁ ଅଧିକ ଭୋଟରେ ଆଗୁଆ ଥିବା ବେଳେ ପରାଜୟ ସୁନିଶ୍ଚିତ ବୋଲି ଧରି ନେଇଛନ୍ତି। ହେଲେ ସେ ଏହାକୁ ନିଜର ପରାଜୟ ସ୍ବୀକାର କରିବା ପୂର୍ବରୁ ଟୁଇଟ୍‌ କରି ନିଜର ରାଗ ସୁଝାଇଛନ୍ତି। ଇଭିଏମ୍‌ ମେଶିନରେ ଖରାପ ଦର୍ଶାଇ ସେ ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ କହିଛନ୍ତି ଇଭିଏମ୍‌ ୧୭ସିର ଫର୍ମରେ ମେଶିନ୍‌ ନମ୍ବର ଓ ସିଗନେଚର ମିସ୍‌ ମ୍ୟାଚ ହୋଇଛି। ତେବେ ହାରିବା ଭୟରେ ଶେଷ ସମୟରେ ରଙ୍ଗିଲା ଗର୍ଲ ଏମିତି ଅଭିଯୋଗ ଆଣିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri