ହାର୍ଟ ଆଟାକ୍‌ ଆଶଙ୍କା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର କରିବାର କ୍ଷମତା ରଖିଛି। ଓସ୍ତ ପତ୍ରକୁ ବ୍ୟବହାର କରି ହାର୍ଟ ଆଟାକ ପରି ରୋଗ ଆଶଙ୍କା ଦୂର କରା ପାଇପାରିବେ। ଓସ୍ତ ଗଛର ୧୫ଟି ନରମ ପତ୍ରକୁ ଗୋଟେ ଗ୍ଲାସ୍‌ ପାଣିକୁ ସିଝାନ୍ତୁ। ଏବେ ଏହି ପାଣିକୁ କାଢି ଥଣ୍ତା ହେବାକୁ ଦିଅନ୍ତୁ। ଏବେ ସେହି ଓସ୍ତ ପତ୍ର ସିଝା ପାଣିକୁ ୩ ଘଣ୍ଟା ଅନ୍ତରରେ ପିଅନ୍ତୁ। ଏହାଦ୍ୱାରା ହାର୍ଟ ଆଟାକ୍‌ ଆଶଙ୍କା ଦୂର ହେବା ସହ ପେଟ ଯନ୍ତ୍ରଣା, ଥଣ୍ଡା ଏବଂ କାଶ, ଦାନ୍ତ ବିନ୍ଧିବା, ଗୋଡ ଫଟା ଦାନ୍ତ ଯନ୍ତ୍ରଣା ଆଦି ରୋଗ ଭଲ ହୋଇଥାଏ। ଓସ୍ତ ଗଛର ଛାଲକୁ ଗୁଣ୍ଡ କରି ତାକୁ ଗରମ ପାଣିରେ ପକାଇ କୁଳି କଲେ ଦାନ୍ତ ଯନ୍ତ୍ରଣାରୁ ଉପଶମ ମିଳେ। ଓସ୍ତ ପତ୍ରକୁ ଗୁଣ୍ଡ କରି ଫାଟୁଥିବା ଗୋ ଲଗାଇଲେ ଏହା ଭଲ ହୋଇଥାଏ। ଓସ୍ତ ପତ୍ରକୁ ବାଟି ସେଥିରେ ଗୁଡ ମିଶାଇ ଦିନରେ ୩-୪ଥର ଖାଇଲେ ପେଟ ଯନ୍ତ୍ରଣାରୁ ମୁକ୍ତି ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri