ହାର୍ଟ ଆଟାକ୍‌ ଆଶଙ୍କା ଦୂର କରେ ଏହି ପାଣି…

ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧଗ୍ଲାସେ ହଳଦୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଫାଳେ ଲେମ୍ବୁ, ଗୋଟେ ଚାମଚର ଏକ ଚତୁର୍ଥାଂଶ ହଳଦୀ, ଗୋଟେ ଗ୍ଲାସ୍‌ ଗରମ ପାଣି ଓ ଅଳ୍ପ ମହୁ ମିଶାଇ ଏହାକୁ ପ୍ରସ୍ତୁତ କରାଯାଏ। ହାର୍ଟ ପାଇଁ ହଳଦୀ ପାଣି ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ନିୟମିତ ହଳଦୀମିଶା କ୍ଷୀର ପିଇବା ଦ୍ୱାରା ରକ୍ତ ଜମାଟ ବାନ୍ଧିବା ଆଶଙ୍କା ହ୍ରାସ ପାଏ ଓ ରକ୍ତ ପରିଷ୍କାର ହୁଏ। ଫଳରେ ହାର୍ଟ ଆଟାକ୍‌ ଆଶଙ୍କା ରୁହେ ନାହିଁ। ହଳଦୀ ପାଣିରେ କ୍ୟାନସର୍‌ ପ୍ରତିରୋଧକ ଶକ୍ତି ରହିଛି ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ହଳଦୀରେ କରକ୍ୟୁମିନ୍‌ କେମିକାଲ୍‌ ରହିଛି। ଏହା ଏକ ଶକ୍ତିଶାଳୀ ଆଣ୍ଟି ଅକ୍ସିଡାଣ୍ଟ ଭାବେ କାମ କରିଥାଏ। ଏହା କ୍ୟାନସର୍‌ ସୃଷ୍ଟି କରୁଥିବା କୋଷିକାଗୁଡିକୁ ନଷ୍ଟ କରି ଦିଏ । ନିୟମିତ ହଳଦୀ ପାଣି ପିଇଲେ ପାଚନ ଶକ୍ତି ବୃଦ୍ଧି ପାଇଥାଏ। ହଜମ ପ୍ରକ୍ରିୟା ବୃଦ୍ଧି ପାଇବା ଦ୍ୱାରା ପେଟ ସମ୍ବନ୍ଧୀୟ ରୋଗରୁ ମୁକ୍ତି ମିଳେ। ଏହା ଶରୀରରେ ମେଦ ବୃଦ୍ଧି ହେବାକୁ ଦେଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri