ହିଞ୍ଜିଳିକାଟୁରେ ଧାନମଣ୍ଡି ଉଦ୍‌ଘାଟନ କଲେ ଜିଲାପାଳ

ହିଞ୍ଜିଳିକାଟୁ,୨୧।୧୨(ଡି.ଏନ୍‌.ଏ.): ଖରିଫ ଧାନ ସଂଗ୍ରହ ପାଇଁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାରଠାରୁ ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପୂର୍ବାହ୍ନରେ ସମରଝୋଳ ପ୍ରାଥମିକ ସମବାୟ ସମିତିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଧାନମଣ୍ଡି ଉଦ୍‌ଘାଟନ କରିଥିଲେ। ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଜିଲା ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ସୂପକାର, ତହସିଲଦାର ଗୋପୀନାଥ କୁଅଁର, ବିଡିଓ ପ୍ରସନ୍ନ କୁମାର ପାତ୍ର, ଯୋଗାଣ ନିରୀକ୍ଷକ ପୂର୍ଣ୍ଣଜୟ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଚଳିତ ବର୍ଷ ବ୍ଲକ ଓ ପୌରାଞ୍ଚଳର ୧୯ ସମବାୟ ସମିତି, ଗୋଟିଏ ପାଣି ପଞ୍ଚାୟତ ଓ ଗୋଟିଏ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ବ୍ଲକ୍‌ରେ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ। ଏଥି ନିମନ୍ତେ ସମିତି ସମ୍ପାଦକ, ସମିତି କର୍ମଚାରୀ ଓ ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ତାଲିମ ପ୍ରଦାନ କରାଯିବା ସହ ଧାନ ସଂଗ୍ରହ ପାଇଁ ବିଭିନ୍ନ ଉପକରଣ ବଣ୍ଟନ କରାଯାଇଛି। ବ୍ଲକ ଓ ପୌରାଞ୍ଚଳର ୩୧ଜଣ ମିଲର ଚାଷୀଙ୍କ ଧାନ ଉଠାଇବାକୁ ରେଜିଷ୍ଟ୍ରି କରିଛନ୍ତି। ଚାଷୀ ଯେପରି ସଠିକ୍‌ ମୂଲ୍ୟ ପାଇପାରିବେ ଓ ଖରିଫ ଧାନ ସଂଗ୍ରହ ସୁରୁଖୁରୁରେ ସମ୍ପାଦନ ନିମନ୍ତେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri