ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା ପ୍ରକାଶ ପାଇବାରୁ ଭୋଟ ଗ୍ରହଣ ବନ୍ଦ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍‌: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା…

କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି…

ଘରେ ଲୁଚାଇ ରଖିଥିଲେ ବିପୁଳ ବାଣ, ଚଢ଼ାଉ କରି ଜବତ କଲା ପୋଲିସ

ଦିଗପହଣ୍ଡି/ଚିକିଟି,୪।୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ପୋଲିସ ଟିମ୍ ଚିକିଟି ପେଣ୍ଠ ଗ୍ରାମର ଏକ ଘରେ ଚଢ଼ାଉ କରିଛି…

ବନ୍ୟା ପରେ ପାନୀୟ ଜଳ ଯୋଗାଣ ସ୍ୱାଭାବିକ କରିବାକୁ ପ୍ରୟାସ, ସାନଖେମୁଣ୍ଡିରେ ୨୪ରୁ ୨୧ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଗ୍ରାମାଞ୍ଚଳ ମାନଙ୍କରେ ବାତ୍ୟା ପରବର୍ତ୍ତୀ ବନ୍ୟା ପ୍ରଭାବିତ ଗାଁ ମାନଙ୍କରେ ବହୁ ସଂଖ୍ୟକ ପାନୀୟଜଳ ପ୍ରକଳ୍ପ…

୪୦୦ ପରିବାରକୁ ସହାୟତା ପ୍ରଦାନ, ବିଭିନ୍ନ ଗାଁ ବୁଲି ମାନବିକତା ଦେଖାଇଲେ ସ୍ବେଚ୍ଛାସେବୀ

ଭଞ୍ଜନଗର,୪ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଭୟାବହ ବନ୍ୟା ପରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ବିପନ୍ନଙ୍କୁ ସହାୟତାର ହାତ ବଢ଼ାଯାଉଛି। ଏହି କ୍ରମରେ ଗୁରୁବାର…

ବନ୍ୟାରେ ଗଞ୍ଜାମର ୪୯୮ ସ୍କୁଲ୍‌ କ୍ଷତିଗ୍ରସ୍ତ, ଏହି ତାରିଖ ଯାଏ ବଢ଼ିଲା ଛୁଟି

ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ୪୯୮ଟି ବିଦ୍ୟାଳୟ କ୍ଷତିଗ୍ରସ୍ତ ହୋଇଛି । ଜିଲାର ମୋଟ ୩୦୯୮ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ…

‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍‌, ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି…

ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ସ୍ଥଳୀୟ ଅନୁଧ୍ୟାନ କରିଛି ୮ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ।…

ଋଷିକୁଲ୍ୟା ବନ୍ୟା କ୍ଷୟକ୍ଷତି ପରଖିଲା ୮ ଜଣିଆ କେନ୍ଦ୍ରୀୟ ଟିମ୍: ପୁରୁଷୋତ୍ତମପୁରରେ ବୁଲି ଦେଖିଲେ ବିପର୍ଯ୍ୟୟର ବାସ୍ତବ ଚିତ୍ର

ପୁରୁଷୋତ୍ତମପୁର,୪।୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟାରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?