ହିନ୍ଦ ମଜଦୁର ଶାଖା ପକ୍ଷରୁ ୫୦ ହଜାର ପ୍ରଦାନ

ତାଳଚେର, ୧୪ା୪(ଡି.ଏନ.ଏ.)- ହିନ୍ଦ ମଜଦୁର ତାଳଚେର ଶାଖା ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଶାଖା ସଦସ୍ୟମାନେ ଉପଜିଲାପାଳ ରଜନୀକାନ୍ତ ସ୍ବାଇଁଙ୍କୁ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି । ସଂଘର ସାଧାରଣ ସମ୍ପାଦକ ଶଙ୍କର ପ୍ରସାଦ ବେହେରା, କ୍ଷୀରୋଦ ଚନ୍ଦ୍ର ବାରିକ, ବାବୁଲାଲ ଖଣ୍ଡୁଆଳ, ସୁବାସ ଚନ୍ଦ୍ର ସାହୁ, ପି.କେ. ପଟ୍ଟନାୟକ, ରାଜେଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଶାସନ ପକ୍ଷରୁ ସଂଘର ସଦସ୍ୟମାନଙ୍କୁ ସାଧୁବାଦ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri