Posted inଜାତୀୟ

ହିନ୍ଦୁ କରୁଛନ୍ତି ମସଜିଦ୍‌ର ରକ୍ଷାଣବେକ୍ଷଣ

ପାଟନା,୮।୯: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ବିହାର ନାଳନ୍ଦା ଜିଲାର ମାଡ଼ି ଗାଁ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ନିଆରା ଉଦାହରଣ ସୃଷ୍ଟି କରିଛି। ଗାଁରେ କୌଣସି ମୁସଲମାନ୍‌ ପରିବାର ନାହାଁନ୍ତି। ପୂର୍ବରୁ ଏଠାରେ ବାସ କରୁଥିବା ମୁସଲମାନ୍‌ ଅନ୍ୟତ୍ର ଚାଲିଯାଇଛନ୍ତି। ତେବେ ଏଠାରେ ଥିବା ଏକ ୨୦୦ରୁ ୨୫୦ ବର୍ଷ ପୁରାତନ ମସଜିଦ୍‌ର ରକ୍ଷାଣବେକ୍ଷଣ ଦାୟିତ୍ୱ ଗାଁରେ ବାସ କରୁଥିବା ହିନ୍ଦୁ ନେଇଛନ୍ତି। ପ୍ରତିଦିନ ୨ ଥର ମସଜିଦ୍‌ ସଫା କରାଯାଇଥାଏ। ଅଜାନ୍‌ ଦେବା ପାଇଁ ଗାଁ ଲୋକେ ପେନ୍‌ ଡ୍ରାଇଭ୍‌ର ସହାୟତା ନେଇଥାନ୍ତି। ମସ୍‌ଜିଦ୍‌ରେ ୫ ଥର ନମାଜ ପାଠ କରାଯାଇଥାଏ। ଯେ କୌଣସି ଶୁଭ କାର୍ଯ୍ୟ ପୂର୍ବରୁ ଗାଁ ଲୋକେ ମସଜିଦ୍‌କୁ ଆସିଥାନ୍ତି। ମସଜିଦ୍‌ ଗାଁ ଲୋକଙ୍କ ପାଇଁ ଆସ୍ଥା ଓ ବିଶ୍ୱାସର ପ୍ରତୀକ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri