Posted inଜାତୀୟ

ହିନ୍ଦୁ-ମୁସ୍‌ଲିମ ବିଭାଜନକାରୀଙ୍କୁ ଭୋଟ ଦିଅନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୪।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ଯେଉଁମାନେ ହିନ୍ଦୁ-ମୁସଲମାନ ମଧ୍ୟରେ ବିଭାଜନ ସୃଷ୍ଟି କରୁଛନ୍ତି ସେମାନଙ୍କୁ ଭୋଟ ଦିଅନାହିଁ। ସେ ଦିଲ୍ଲୀର ‘ସର୍ବୋଦୟ ବାଲ ବିଦ୍ୟାଳୟ’ରେ ଅନୁଷ୍ଠିତ ଅଭିଭାବକ-ଶିକ୍ଷକଙ୍କ ମଧ୍ୟରେ ଅନୁଷ୍ଠିତ ଏକ ବୈଠକରେ ଯୋଗଦେଇ କେଜରିଓ୍ବାଲ ଏହା କହିଛନ୍ତି। ତାଙ୍କ ମତରେ ବିଦ୍ୟା ହେଉଛି ରାଜନୀତିର ଏକ ଅଙ୍ଗ। ତେଣୁ ସେହିମାନଙ୍କୁ ଭୋଟ ଦିଅ ଯେଉଁମାନେ ତୁମକୁ ବିଦ୍ୟା ଦେଇପାରିବେ। ଆଉ ଯେଉଁମାନେ ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ବିଭାଜନ ସୃଷ୍ଟି କରୁଛନ୍ତି ସେମିତି ଲୋକଙ୍କୁ ଭୋଟ ଦିଅନ୍ତୁ ନାହିଁ। ହିନ୍ଦୁ-ମୁସଲମାନ ଓ ଖ୍ରୀଷ୍ଟିଆନ୍‌ ପିଲାମାନେ ଦିଲ୍ଲୀ ସରକାରୀ ବିଦ୍ୟାଳୟରେ ପାଠ ପଢୁଛନ୍ତି ଏହା ଭଲ ରାଜନୀତି ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri