Posted inଖେଳ

ହିରୋ ଏଲିଟ୍‌ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫିସି ଦଳ ବିଜୟୀ

ନୂଆଦିଲ୍ଲୀ,୮।୨(ପି.ଟି.)- ହିରୋ ଏଲିଟ୍‌ ଲିଗ୍‌ରେ ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସି ଦଳ ଶୁକ୍ରବାର ଏକ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ଟ୍ରେନିଂ ପିଚ୍‌-୨ରେ ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ପ୍ରଭାବ ବିସ୍ତାର କରି ଖେଳିବା ସହ ୬-୦ ଗୋଲରେ କନ୍‌ସିଏଣ୍ଟ ଫୁଟବଲକୁ ପରାସ୍ତ କରିଛି। ଓଡ଼ିଶା ତରଫରୁ ରିଷଭ ଡୋବ୍ରିୟାଲ ସର୍ବାଧିକ ୪ଟି ଗୋଲ ସ୍କୋର କରିଥିଲେ। ସେହିପରି ଅକ୍ଷୁର୍ଣ୍ଣ ତ୍ୟାଗୀ ଦୁଇଟି ଗୋଲ ଦେଇ ଦଳକୁ ବୃହତ୍‌ ବିଜୟ ପ୍ରଦାନ କରିଥିଲେ। ତ୍ୟାଗୀ ସପ୍ତମ ଓ ଦ୍ୱାଦଶ ମିନିଟ୍‌ରେ ଗୋଲ ଦେଇଥିଲେ। ସେହିପରି ରିଷଭ ୩୨, ୩୫, ୫୭ ଓ ୭୫ତମ ମିନିଟ୍‌ରେ ଗୋଲ ଦେଇଥିଲେ। ତେବେ କନ୍‌ସିଏଣ୍ଟ ତରଫରୁ ଗୋଟିଏ ହେଲେ ଗୋଲ ସ୍କୋର ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri