ନୂଆଦିଲ୍ଲୀ,୨୨।୪: ହିରୋ ମୋଟୋକର୍ପ ପକ୍ଷରୁ ସ୍ବତନ୍ତ୍ର ରିଲିଫ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୫ ହଜାରରୁ ଊର୍ଦ୍ଧ୍ୱ ଲିଟରର ସାନିଟାଇଜର ଲୋକଙ୍କୁ ବଣ୍ଟନ କରିଛି। କମ୍ପାନୀ ୪ ଲକ୍ଷ ଲୋକଙ୍କୁ ମାସ୍କ, ୩ ଲକ୍ଷ ଲୋକଙ୍କୁ ଭୋଜନ ବିତରଣ କରିଛି। କମ୍ପାନୀ ଏହାର ଉତ୍ପାଦନକୁ ବର୍ତ୍ତମାନ ବନ୍ଦ ରଖିଛି। ମାର୍ଚ୍ଚ ୨୨ଠାରୁ କମ୍ପାନୀର ଉତ୍ପାଦନ ବନ୍ଦ ରଖାଯାଇଛି। ୬୦ ଆମ୍ବୁଲାନ୍ସକୁ ଏହା ସହାୟତା କାର୍ଯ୍ୟରେ ନିୟୋଜିତ କରିଛି। ରିଲିଫ ସହାୟତା ଲାଗି ୨୦୦୦ ମୋଟର ସାଇକେଲ ପ୍ରଦାନ କରାଯାଇଛି। ପ୍ରତିଦିନ ୧୫ ହଜାର ଭୋଜନ ଲୋକଙ୍କୁ ପ୍ରଦାନ କରାଯାଉଛି। ୬ ହଜାର ରାଶନ କିଟ୍ ବିଭିନ୍ନ ଅଞ୍ଚଳରେ ବଣ୍ଟନ ହୋଇଛି। କୋଭିଡ୍-୧୯ ଲାଗି ପିଏମ୍ କେୟାର୍ସ ଫଣ୍ଡକୁ ୫୦ କୋଟି ଏବଂ ରିଲିଫ କାର୍ଯ୍ୟ ଲାଗି ଅବଶିଷ୍ଟ ୫୦ କୋଟି ଏବଂ ୨୦୦ ଶଯ୍ୟା ବିଶିଷ୍ଟ ଆଇସୋଲେଶନ ସେଣ୍ଟର ସୁବିଧା କରାଯାଇଛି।
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…
ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM
ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…
GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….
ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…
୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…
ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…
ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!
ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…
ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…
Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…
ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…
କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?
ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

