ହୀରାକୁଦ ଡ୍ୟାମ୍‌: ୧୦ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୫।୯(ବ୍ୟୁରୋ) : ହୀରାକୁଦ ଡ୍ୟାମରୁ ଗୁରୁବାର ୧୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବୁଧବାର ଦୁଇଟି ଗେଟ୍‌ ଖୋଲା ଥିଲା। ଗୁରୁବାର ସକାଳୁ ସା ମଧ୍ୟରେ ପର୍ଯ୍ୟାୟକ୍ରମେ ଆଉ ୮ଟି ଗେଟ୍‌ ଖୋଲାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡ ଡ୍ୟାମ୍‌ ମଧ୍ୟକୁ ୧ଲକ୍ଷ ୮୨ ହଜାର ୬୫୨ କ୍ୟୁସେକ ପାଣି ପ୍ରବେଶ କରୁଛି। ୧୦ ଗେଟ୍‌ ଜରିଆରେ ଡ୍ୟାମ୍‌ରୁ ପ୍ରତି ସେକେଣ୍ଡ ୧ଲକ୍ଷ ୮୨ ହଜାର ୬୫୨ କ୍ୟୁସେକ ପାଣି ନିଷ୍କାସିତ ହେଉଛି। ପାୱାର ଚ୍ୟାନେଲରେ ୧୮ ହଜାର ୫୪୩, ବିଭିନ୍ନ କେନାଲରେ ୨ହଜାର ୬୧୯ ଓ ଶିଳ୍ପକୁ ୧୭୦ କ୍ୟୁସେକ ଜଳ ଛଡ଼ାଯାଉଛି। ଡ୍ୟାମ୍‌ ତଳମୁଣ୍ଡ ବେଲଗାଁରେ ୩୪ ହଜାର, ପଥରିଆରେ ୯୩ ହଜାର ୩୬୭, ଖଇରମାଲରେ ୨ଲକ୍ଷ ୨ ହଜାର, ବରମୁଲାରେ ୧ଲକ୍ଷ ୭୭ ହଜାର ୫୦୦ ଓ ମୁଣ୍ଡଳିରେ ୨ଲକ୍ଷ ୪୦ ହଜାର ଜଳ ପ୍ରବାହିତ ହେଉଛି। ହୀରାକୁଦରେ ୧.୬, ବୁର୍ଲାରେ ୦.୬ ମିମି ବର୍ଷା ରେକର୍ଡ କରାଯାଇଛି। ମହାନଦୀ ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ଡ୍ୟାମ୍‌ ଜଳସ୍ତର ବୃଦ୍ଧି ପାଉଛି। ସା ୬ଟା ସୁଦ୍ଧା ଡ୍ୟାମ୍‌ ଜଳସ୍ତର ୬୨୫.୯୩ ରହିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?