ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପ୍ରମୋଦ ପ୍ରଣାୟତଙ୍କ ପୁଅ ଶକ୍ତି (୧୭)। ଏହି ଘଟଣାକୁ କେନ୍ଦ୍ରକରି ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ଭଞ୍ଜନଗର ହସ୍ପିଟାଲକୁ ପଠାଇଛି।
ସୂଚନାଯୋଗ୍ୟ, ସକାଳେ ଶକ୍ତି ଫସଲ ତୋଳିବାକୁ ଯାଉଥିବା ସମୟରେ ରାସ୍ତାରେ ଜୀବଜନ୍ତୁ ଦାଉରୁ ଫସଲ ସୁରକ୍ଷା ପାଇଁ ଲଗାଯାଇଥିବା ହୁକିଂ ତାରରେ ଲାଗି ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri