ହୃଦ୍‌ଘାତ ହେଲେ ଶରୀରର ପ୍ରଥମେ କେଉଁ ସ୍ଥାନରେ ହୋଇଥାଏ ଯନ୍ତ୍ରଣା ଜାଣନ୍ତୁ

ହୃଦ୍‌ଘାତରେ ଆଜିକାଲି ଅଧିକାଂଶ ଶିକାର ହେଉଛନ୍ତି। ଏପରିକି ଏହି ସମସ୍ୟା କମ୍‌ ବୟସ ପିଲାଙ୍କଠାରେ ମଧ୍ୟ ଦେଖାଦେଉଛି। ଭାରତରେ ହୃଦ୍‌ଘାତରେ ମୃତ ବ୍ୟକ୍ତିଙ୍କ ସଂଖ୍ୟା ଢେର ଅଧିକ। ଡାକ୍ତରଙ୍କ କହିବା ଅନୁସାରେ, ହୃଦ୍‌ଘାତରେ ଆକ୍ରାନ୍ତ ହେବା ପୂର୍ବରୁ ଶରୀରର ୩ଟି ସ୍ଥାନରେ ଯନ୍ତ୍ରଣା ହୋଇଥାଏ। ଏହା ଆଗୁଆ ଜାଣି ପାରି ତୁରନ୍ତ ହସ୍ପିଟାଲ ଗଲେ ଜୀବନ ରକ୍ଷା ହେବାର ଶତ ପ୍ରତିଶତ ଗ୍ୟାରେଣ୍ଟି ଥାଏ। ହୃଦ୍‌ଘାତ ପୂର୍ବରୁ ପ୍ରଥମେ ହାତ, ଗଣ୍ଠି ଏବଂ କାନ୍ଧରେ ଯନ୍ତ୍ରଣା ଅନୁଭବ ହୋଇଥାଏ। ଧୀରେ ଧୀରେ ଏହା ହାର୍ଟ ବା ହୃଦୟକୁ ବ୍ୟାପିଥାଏ। ଏହି ସମସ୍ୟା ପ୍ରାୟ ୧ ଘଣ୍ଟା ଧରି ଚାଲିଥାଏ। ଏହା ଜଣେ ବ୍ୟକ୍ତି ଜାଣି ନ ପାରିଲେ ଶେଷରେ ତା’ର ମୃତ୍ୟୁ ଘଟିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri