ହେଜେଲ୍‌ଙ୍କ ପୁର୍ବରୁ ୬ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ଯୁବରାଜ

ମୁମ୍ବାଇ: ଭାରତୀୟ କ୍ରିକେଟର ଯୁବରାଜ ସିଂ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ଏହି ଖେଳାଳିଙ୍କ ଲଭ୍‌ ଲାଇଫ୍‌ ଉପରେ ଯଦି ନଜର ପକାଇବା ତେବେ ବଲିଉଡ୍‌ ସହ ତାଙ୍କର ଖୁବ୍‌ ଭଲ ସମ୍ପର୍କ ଥିବା ଦେଖିବାକୁ ମିଳିବ। ୩ ବର୍ଷ ତଳେ ବଲିଉଡ୍‌ କଳାକାର ହେଜେଲ୍‌ କେଚ୍‌ଙ୍କୁ ଜୀବନ ସାଥୀ ଭାବେ ଗ୍ରହଣ କରିଥିବା ଯୁବି କିନ୍ତୁ ଏହା ପୂର୍ବରୁ ୬ ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ବୋଲି କୁହାଯାଏ। ତାଙ୍କ ନାଁ ସହିତ ପ୍ରୀତି ଜିଣ୍ଟାଙ୍କ ଠାରୁ ଆରମ୍ଭ କରି ଦୀପିକା ପାଦୁକୋନଙ୍କ ପର୍ଯ୍ୟନ୍ତ ୬ଜଣଙ୍କ ନାଁକୁ ଯୋଡି ଦିଆଯାଇଥିଲା। ଯୁବରାଜ ପ୍ରଥମେ ଭଲପାଇ ବସିଥିଲେ ନାୟିକା କିମ୍‌ ଶର୍ମାଙ୍କୁ। କିନ୍ତୁ ୪ ବର୍ଷ ପରେ ଏମାନଙ୍କ ମଧ୍ୟରେ ହେଲା ବ୍ରେକ୍‌ଅପ୍‌। ୨୦୦୭ରେ ଏହି ତାଲିକାରେ ଆସିଲେ ଦୀପିକା ପାଦୁକୋନ। ଏହାପରେ ଆସିଲେ ପ୍ରୀତି ଜିଣ୍ଟା ଆଉ ପ୍ରୀତିଙ୍କ ପରେ ଯୁବରାଜଙ୍କ ନାଁ ସହ ଯୋଡି ହୋଇଗଲା ରିୟା ସେନ୍‌, ମନିଷା ଲାମ୍ବା ଓ ସୁପର ମଡେଲ ଆଞ୍ଚଲ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

ବର୍ତ୍ତମାନ ରାଜନୀତି କରିବାର ସମୟ ନୁହେଁ: ଭକ୍ତ ଦାସ,ଗିଡିପାବାଲି ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି

ଭଞ୍ଜନଗର, ୬/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଭୟାବହ ବନ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଲୋକେ ଏବେ ବି ନାନା ଦୁର୍ଦ୍ଦଶାର ସମ୍ମୁଖୀନ…

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?